Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |

29-Aug-2026

ସାଙ୍କୁଡ଼ା ଠାରେ ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠଜ଼ l

ଓଡିଶା ଜନମତ, ବେଗୁନିଆପଡା : 29/08/26 :

ଭଞ୍ଜ କିଶୋର ମହାରଣା l

ସମ୍ପ୍ରତି ପଞ୍ଚାୟତ ସ୍ତରୀୟ ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଦଳ ଗୁଡିକ ସକ୍ରିୟ ହେବାରେ ଲାଗିଛନ୍ତି l ବେଗୁନିଆପଡା ବ୍ଲକରେ ବିଜେଡି ଓ କଂଗ୍ରେସ ଠାରୁ ବିଜେପି ଢେର ଆଗରେ ଥିବା ଦେଖିବାକୁ ମିଳୁଛି l ଆଜି ବେଗୁନିଆପଡା ବ୍ଲକ ସାଙ୍କୁଡ଼ା ସ୍ଥିତ ଧବଳେଶ୍ୱର କଲ୍ୟାଣମଣ୍ଡପ ଠାରେ ବିଜେପି ଅଙ୍ଗାରଗାଁ ମଣ୍ଡଳ ତରଫରୁ ଦଳକୁ ମଜବୁତ କରିବା ପାଇଁ 46 ନଂ ଜୋନରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା l ଜୋନର ମଣ୍ଡଳ ସଭାପତି ରାଜେନ୍ଦ୍ର ଭୂୟାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଦଳକୁ ସଶକ୍ତ ଏବଂ ଦୃଢ କରିବା ପାଇଁ କର୍ମୀ ମାନଙ୍କୁ ଉତ୍ସାହିତ କରିବା ସହ ଏକତା ସୂତ୍ରରେ ବାନ୍ଧି ରହିବା ପାଇଁ ପରାମର୍ଶ ଦେଇଥିଲେ l ଏହା ସହ ଡବଲ ଇଂଜିନ ସରକାରଙ୍କ ଉଦେଶ୍ୟ, ବିକାଶ ଏବଂ କାର୍ଯ୍ୟଶୈଳୀକୁ ଘରେ ଘରେ ପହଞ୍ଚାଇବା ପାଇଁ କର୍ମୀମାନଙ୍କୁ ପ୍ରେରଣା ଦେଇଥିଲେ l ଉକ୍ତ ବୈଠକରେ ବହୁସଂଖ୍ୟାରେ କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l

News Comment

You Might Also Like

BACK TO TOP