Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଘରୋଇ ବସ ସହ ପିକଅପ ର ମୁହାଁମୁହିଁ ଧକ୍କା, 20 ଆହାତ ତିନି ଗୁରୁତର |

14-Dec-2024

ଘରୋଇ ଯାତ୍ରୀବାହୀ ବସ ସହ ପିକଅପର ମୁହାଁମୁହିଁ ଧକ୍କା: ୨୦ ଆହତ ତିନି ଗୁରୁତର,

         ଓଡିଶା  ଜନମତ  ବ୍ୟୁରୋ,

କନ୍ଧମାଳ,୧୩/୧୨:  କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଘରୋଇ ଯାତ୍ରୀବାହୀ ବସ୍‌ ସହିତ ଏକ ପିକଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି। ଗୁରୁତର ହୋଇଥିବା ୩ ଜଣ ବସ୍‌ର ହେଲପର୍ ସିବିର ପ୍ରଧାନ, ବିଗ୍ନେ ବେହେରା ଓ ପ୍ରତିମା ନାୟକ ବୋଲି ଜଣାପଡ଼ିଛି l ସୂଚନା ମୁତାବକ, ଏସ୍‌କଟ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ଦାରିଙ୍ଗବାଡିରୁ ଭାୟା ବାଲିଗୁଡା ଦେଇ ଫୁଲବାଣୀ ଆସୁଥିଲା । ଆସିବା ବାଟରେ ସଦର ଥାନା ଅନ୍ତର୍ଗତ ବରପଦା ଶଙ୍ଖିକଟା ଶାଳ ବଣ ବୁଲାଣି ନିକଟରେ ଫୁଲବାଣୀରୁ ଫିରିଙ୍ଗିଆ ଆଡକୁ ଯାଉଥିବା ଏକ ପିକଅପ୍‌ ଭ୍ୟାନ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ସଦର ପୁଲିସ ପହଞ୍ଚି ଥିଲା। ବସ୍‌ର ହେଲପର୍ ସିବିର ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଛି ପୁଲିସ। ଅନ୍ୟ ଦୁଇ ଗୁରୁତର ବିଗ୍ନେ ବେହେରା ଓ ପ୍ରତିମା ନାୟକ ଙ୍କ ସମେତ ଆହତ ମନେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

News Comment

You Might Also Like

BACK TO TOP