Breaking News

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||     

ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,

29-Aug-2026

ରାୟଗଡ଼ା ଜିଲ୍ଲା କଳାକାର ମହାସଂଘ ପକ୍ଷରୁ ଆମ କଳାକାର CTMS 2.O ରେ ସାଂସ୍କୃତିକ ଦଳ ପଞ୍ଜୀକରଣ ନିମନ୍ତେ ସହାୟତା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଓଡିଶା ରାୟଗଡ଼ା, ୨୯/୦୮(କାମେଶ୍ୱର କରକରିଆ ): 
ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ  ସାଂସ୍କୃତିକ ଦଳଗୁଡ଼ିକର ନିୟୋଜନ ବ୍ୟବସ୍ଥା କରି କଳାକାରଙ୍କ ଆର୍ଥିକ ସ୍ଥିତି ସୃଦୃଢ଼ କରିବା ଉଦ୍ଦେଶ୍ୟରେ  ଵିଭାଗ ପକ୍ଷରୁ ୧୬/୦୮/୨୦୨୬ ରୁ ଆମ କଳାକାର CTMS ୨.O ୱେବ୍ ସାଇଟ୍ ରେ ସାଂସ୍କୃତିକ ଦଳ ପଞ୍ଜୀକରଣ ପ୍ରକ୍ରିୟା ଚାଲୁ ରହିଛି। ଏହି ଅବସରରେ ରାୟଗଡାର ସ୍ଥାନୀୟ ନ୍ୟୁ ଟାଉନ୍ ପୂଜା କମିଟି କମ୍ୟୁନିଟୀ ହଲ୍ ଠାରେ ରାୟଗଡ଼ା ଜିଲ୍ଲା କଳାକାର ମହାସଂଘ ପକ୍ଷରୁ ସହାୟତା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ ଯୋଗ ଦେଇ ପଞ୍ଜୀକରଣ କରିବା ବାବଦରେ ଵିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ପ୍ରାଞ୍ଜଳ ଭାବରେ ବୁଝାଇ ଥିଲେ ଏବଂ କମ୍ ସମୟ ଭିତରେ ଅନେକ କଳାକାର ପଞ୍ଜୀକରଣ ରୁ ବାଦ୍ ହେବା ଆଶଙ୍କା ରେ ଅଧିକ ଦିନ ପଞ୍ଜୀକରଣ ଅବଧି ବୃଦ୍ଧି କରିବାକୁ ବିଭାଗକୁ ଜଣାଇଥିବା ସୁଚନା ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜଣାଶୁଣା ସୁପରିଚିତ ହାସ୍ୟକାର ଅଭିନେତା ପ୍ରଭାକର ମିଶ୍ର ଯୋଗ ଦେଇ ନିଜର ଅଭିଭାଷଣ ରେ ଲୋକକଳା କଳାକାର ଙ୍କୁ ଉଚ୍ସାହିତ କରିଥିଲେ। ରାୟଗଡ଼ା ଜିଲ୍ଲା କଳାକାର ମହାସଂଘ ର ସଭାପତି ସନ୍ତୋଷ କୁମାର ବଛା ଓ ସମ୍ପାଦିକା ପ୍ରିୟଦର୍ଶନୀ ହୁଇକା ପଞ୍ଜୀକରଣ ପ୍ରକ୍ରିୟା କୁ ନେଇ ପ୍ରଶିକ୍ଷଣ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲ୍ଲା ମହାସଂଘର ବିଭିନ୍ନ ବ୍ଲକ୍ ସଭାପତି, ସମ୍ପାଦକ , ନୃତ୍ୟ ଦଳ ମୁଖ୍ୟ ଓ ଅନେକ କଳାକାର ପ୍ରମୁଖ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP