Breaking News

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||     

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |

29-Aug-2026

ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ |

ଓଡିଶା ଜନ ମତ ବ୍ୟୁରୋ,

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର  ନିର୍ଦେଶକ ଭାବେ ଜଣେ ସୁଦକ୍ଷ, ଯୁବ ଆଇ ଏ ଏସ  ଅଧିକାରୀ ଯୋଗଦାନ କରିଛନ୍ତି ||ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ କୁମାର ବିଶ୍ୱାଳ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷଠାରେ ଶ୍ରୀ ବିଶ୍ୱାଳଙ୍କୁ ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ...
ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ କୁମାର ବିଶ୍ୱାଳ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷଠାରେ ଶ୍ରୀ ବିଶ୍ୱାଳଙ୍କୁ ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ, ଯୁଗ୍ମ ଶାସନ ସଚିବ କଲାମୁଦ୍ଦିନ୍‌, ଅତିରିକ୍ତ ନିର୍ଦ୍ଦେଶକ ସ୍ମିତା କର, ଯୁଗ୍ମ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ତାଙ୍କର ନୂତନ କାର୍ଯ୍ୟଭାର ନେଇ ଶୁଭେଚ୍ଛା ଜଣାଇଥିଲେ। 
ବିଭାଗର ଅନ୍ୟ ଅଧିକାରୀମାନେ ମଧ୍ୟ ଶ୍ରୀ ବିଶ୍ୱାଳଙ୍କୁ ସ୍ୱାଗତ ଜଣାଇଥିଲେ। ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ବିଭାଗୀୟ କାର୍ଯ୍ୟର ସୂଚାରୁ ସମ୍ପାଦନ ନିମନ୍ତେ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ସହଯୋଗ ଲୋଡ଼ିଥିଲେ। ସୂଚନାଯୋଗ୍ୟ ଯେ ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ପୂର୍ବରୁ ବାଣିଜ୍ୟ ଓ ପରିବହନ ବିଭାଗରେ ଅତିରିକ୍ତ ଶାସନ ସଚିବ ଭାବେ ଅବସ୍ଥାପିତ ଥିଲେ। ଓଡ଼ିଶା ରାଜ୍ୟ ପରିବହନ ନିଗମ, କ୍ରୁଟ୍‌ ସମେତ ବିଭିନ୍ନ ବିଭାଗରେ ସେ ଜଣେ ପ୍ରଶାସନିକ ଅଧିକାରୀ ଭାବେ ନିଜ ଦକ୍ଷତାର ପରିଚୟ ଦେଇଛନ୍ତି।

News Comment

You Might Also Like

BACK TO TOP