Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ଶ୍ରୀମନ୍ଦିର ଭିତର ଧୁକୁଡି ଦ୍ୱାର ରେ ବାନ୍ତି ପଡ଼ିଥିବା ଯୋଗୁଁ ହେଲା ମହାସ୍ନାନ |

30-Aug-2026

ଧୁକୁଡି ଦ୍ୱାର ରେ ବାନ୍ତି  ପଡ଼ିଥିବା ଯୋଗୁଁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଦେଢ଼ ଘଣ୍ଟା ବନ୍ଦ ରହିଥିଲା ସର୍ବସାଧାରଣ ଦର୍ଶନ।

ଓଡିଶା ଜନ ମତ ବ୍ୟୁରୋ,

ଧୁକୁଡି ଦ୍ୱାରରେ ବାନ୍ତି ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ହୋଇଛି। ଏହାପରେ ସୁରୁଖୁରୁରେ ପୁଣି ସର୍ବସାଧାରଣ ଦର୍ଶନ ଚାଲିଛି  | 
ପୁରୀଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଦେଢ଼ ଘଣ୍ଟା ବନ୍ଦ ରହିଥିଲା ସର୍ବସାଧାରଣ ଦର୍ଶନ। ଧୁକୁଡି ଦ୍ୱାରରେବାନ୍ତି ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ହୋଇଛି। ସକାଳ ଧୂପ ପରେ ଭିତରକାଠ ଦର୍ଶନ ଚାଲିଥିବା ବେଳେ ବାନ୍ତି ପଡ଼ିଥିବା ନଜର ଆସିଥିଲା । ଏହାପରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା।ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲାଏଥିଲାଗି ଦେଢ଼ ଘଣ୍ଟା ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲା। ଏହାପରେ ସୁରୁଖୁରୁରେ ପୁଣି ସର୍ବସାଧାରଣ ଦର୍ଶନ ଚାଲିଛିଛି | ଜାଣିବା ମହାସ୍ନାନ ର ପ୍ରକୃତ କଥା, କଣ ପାଇଁ ବନ୍ଦ ହେଲା ସର୍ବସାଧାରଣ ଦର୍ଶନ ??? |
ପୁରୀ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଦେଢ଼ ଘଣ୍ଟା ବନ୍ଦ ରହିଥିଲା ସର୍ବସାଧାରଣ ଦର୍ଶନ। ଧୁକୁଡି ଦ୍ୱାରରେବାନ୍ତି ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ହୋଇଛି। ସକାଳ ଧୂପ ପରେ ଭିତରକାଠ ଦର୍ଶନ ଚାଲିଥିବା ବେଳେ ବାନ୍ତି ପଡ଼ିଥିବା ନଜର ଆସିଥିଲା । ଏହାପରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା।ସର୍ବ ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲା | ଏଥିଲାଗି ଦେଢ଼ ଘଣ୍ଟା ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲା। ଏହାପରେ ସୁରୁଖୁରୁରେ ପୁଣି ସର୍ବସାଧାରଣ ଦର୍ଶନ ଚାଲିଛି |, ବିଳମ୍ବ ହେଲେ ମଧ୍ୟ ଭକ୍ତ ମାନେ ତିନି ଠାକୁରଙ୍କୁ ଦର୍ଶନ କରି  ମହା ଆନନ୍ଦ ଲାଭ କରିଛନ୍ତି  |

News Comment

You Might Also Like

BACK TO TOP