Breaking News

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |   (11-Sep-2026)       ||      ବାଲେଶ୍ୱର କୁ କେଉଁଠୁ ଆସିଲେ 5ବଣ ମଣିଷ, ମଣିଷ ସହିତ ମିଶି ଯାଉଛି ସେମାନଙ୍କ 97% DNA |    (11-Sep-2026)       ||      ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||     

ଓଡିଶାଜନତା କଂଗ୍ରେସ ପାର୍ଟି ପକ୍ଷରୁ ଜିଲ୍ଳାନାସୀ ପଞ୍ଚାୟତ ରେ ସହାୟତା ଓ ରିଲିଫ ସାମଗ୍ରୀ ବଣ୍ଟନ ||

30-Aug-2026

ଜିଲ୍ଲାନାସୀ ପଞ୍ଚାୟତରେ ଓଡ଼ିଶା ଜନତା କଂଗ୍ରେସ ପାର୍ଟି ପକ୍ଷରୁ ସହାୟତା ଓ ରିଲିଫ୍ ସାମଗ୍ରୀ ବଣ୍ଟନ। 
ଓଡିଶା ଜନମତ,ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ....
ଓଡ଼ିଶା ଜନତା କଂଗ୍ରେସ ପାର୍ଟି ପକ୍ଷରୁ କୁଜଙ୍ଗ ବ୍ଲକ ଅନ୍ତର୍ଗତ  ଜିଲ୍ଲାନାସୀ ଗ୍ରାମ ପଞ୍ଚାୟତରେ ସହାୟତା ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ ବେଶ୍, ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭାପତି  ଇଂ ମହମ୍ମଦ ମୁକିମ୍, ରାଜ୍ୟ ଉପ-ସଭାପତି ବଦ୍ରି ନାରାୟଣ ମହାନ୍ତି, ରାଜ୍ୟ ସଂପାଦକ ତପନ ରାଉତରାୟ, ରାଜ୍ୟ ଯୁବ ଜନତା ସଭାପତି ଆର୍ଯ୍ୟ ବୀର ଲେଙ୍କା ଜିଲ୍ଲା ସଭାପତି ସତ୍ୟଦୀପ ବିଶ୍ୱାଳ, ରାଜ୍ୟ ମହିଳା ସଭାନେତ୍ରୀ ଶୈଳବାଳା ଜେନା  ମହିଳା ସଭାନେତ୍ରି ନିରୂପମା ବିଶ୍ବାଳ ଓ ପୂଜାରିଣୀ ବେହେରା ପ୍ରମୁଖ ଉପସ୍ଥିତ ରହି ଲଗାଣ ବର୍ଷାରେ କ୍ଷୟକ୍ଷତି ଲୋକ ମାନଙ୍କୁ ଚାଉଳ,ଚୁଡା, ଗୁଡ, ଦିଆସିଲି ଓ ପାଲ ଇତ୍ୟାଦି ପ୍ରଦାନ କରିଥିଲେ।
ଏହା ସହିତ  ଅମର ଦାସ, ଧୀରେନ୍ଦ୍ରନାଥ ବିଶ୍ୱାଳ ଓ ଉମାକାନ୍ତ ବେହେରା ପ୍ରମୁଖ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP