Breaking News

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |   (11-Sep-2026)       ||      ବାଲେଶ୍ୱର କୁ କେଉଁଠୁ ଆସିଲେ 5ବଣ ମଣିଷ, ମଣିଷ ସହିତ ମିଶି ଯାଉଛି ସେମାନଙ୍କ 97% DNA |    (11-Sep-2026)       ||      ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||     

ସ୍ୱାୟତ ଶାସନ ଦିବସ ଧୁମ, ଧାମ ରେ ପାଳିତ ହେଲା ଖଲ୍ଲିକୋଟ ରେ |

31-Aug-2026

ଖଲ୍ଲିକୋଟ ଏନ ଏ ସି ରେ ପାଳିତ ହେଲା ସ୍ୱାୟତ୍ତ ଶାସନ ଦିବସ 
ବରିଷ୍ଟ ନାଗରିକ ଓ ଅବସର ସେନା କର୍ମଚାରୀଙ୍କୁ ସମ୍ବର୍ଦ୍ଧନା | 

 ଓଡିଶା  ଜନ ମତ,ଖଲ୍ଲିକୋଟ,31/8,, 

ମାଧବ ବେହେରା ;-----

ଖଲ୍ଲିକୋଟ ଏନ ଏ ସି ପକ୍ଷରୁ ମହାସମାରୋହ ରେ ପାଳିତ ହେଲା ସ୍ୱାୟତ୍ତ ଶାସନ ଦିବସ |ଏ ଅବସର ରେ ଏନ ଏ ସି ପରିସର ରେ ଆୟୋଜିତ କାର୍ଯ୍ୟକ୍ରମ ରେ ନଗରପାଳ ଇଂ ନିରଞ୍ଜନ ବେଜେରା ଜାତୀୟ ପତାକା ଉତ୍ଉତୋଳନ କରିବା ପରେ ଜାତୀୟ ସଂଗୀତ  ଗାନ କରାଯାଇ ଥିଲା |ଖଲ୍ଲିକୋଟ ଅଞ୍ଚଳ ର ପ୍ରାୟ 50 ଜଣ ବରିଷ୍ଟ ନାଗରିକ ଓ ପ୍ରାୟ 30 ଜଣ ଅବସର ପ୍ରାପ୍ତ ସେନା କର୍ମଚାରୀ ମାନଙ୍କୁ ଉପଢୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରିଥିଲେ ନଗରପାଳ ଇଂ ନିରଞ୍ଜନ ବେହେରା |କନକ ମଞ୍ଜରୀ କଲ୍ୟାଣ ମଣ୍ଡପ ଠାରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀ ଙ୍କ ବାର୍ତ୍ତା କୁ ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ଓ ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଶୁଣିଥିଲେ |ନିମନ୍ତ୍ରିତ ଅତିଥି ଭାବେ ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହାବିଦ୍ୟାଳୟ ର ଅଧକ୍ଷ ଦେବୀ ପ୍ରସାଦ ଦାସ  ଓ ଆର ସି ଏମ କଲେଜ ର ଅଧକ୍ଷ ଡ଼ଃ ସନ୍ତୋଷ କୁମାର ପାତ୍ର ଙ୍କ ସମେତ ଏନ ଏ ସି ଅଧକ୍ଷ ଶ୍ରୀ ବେହେରା ସମସ୍ଈ କର୍ମଚାରୀ ଓ ଜଳ ସାଥି ସ୍ଵଛ ସାଥି ଓ ସ୍ବେଛାସେବୀ  ମାନଙ୍କ ବର୍ଷବ୍ୟାପି ସେବା ପାଇଁ ସେମାନଙ୍କୁ ଅଙ୍ଗ ବସ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରିଥିଲେ |ଏନ ଏ ସି ର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ଦୀପ ଖାଡ଼ଙ୍ଗା  ପୌରାହିତ୍ୟ କରିଥିବା ବେଳେ ଓ ପରିଷଦ ର ସମସ୍ତ କର୍ମଚାରୀ ମାନେ ସୁନ୍ଦର ଭାବେ ସୁପରିଚାଳନା କରିଥିଲେ |କେ ସି ପବ୍ଲିକ ସ୍କୁଲ ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ ପ୍ୟାରେଡ ପ୍ରଦର୍ଶନ କରିଥିବା ବେଳେ ବସ ଷ୍ଟାଣ୍ଡ ଠାରେ ଥିବା ମହାତ୍ମାଗାନ୍ଧୀ ଓ ରାଜା ରାମଚନ୍ଦ୍ର ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ କରାଯାଇଥିବା ସାଙ୍ଗକୁ ବରିଷ୍ଟ କାଉନସିଲେର ପ୍ରଦୀପ କୁମାର ପତନ୍ୟକ ଓ ସୁଜାତା କୁମାରୀ ସାମନ୍ତ ଓ ଉପ ନଗରପାଳ ଲିଲି ସାହୁ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ |

News Comment

You Might Also Like

BACK TO TOP