Breaking News

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |   (11-Sep-2026)       ||      ବାଲେଶ୍ୱର କୁ କେଉଁଠୁ ଆସିଲେ 5ବଣ ମଣିଷ, ମଣିଷ ସହିତ ମିଶି ଯାଉଛି ସେମାନଙ୍କ 97% DNA |    (11-Sep-2026)       ||      ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||     

ଧୁମ ଧାମ ରେ ପଦ୍ମପୁର ରେ ପାଳିତ ହେଲା ସ୍ୱାୟତ ଶାସନ ଦିବସ!|

31-Aug-2026

ପଦ୍ମପୁରରେ ଧୁମଧାମରେ ପାଳିତ ହେଲା ସ୍ୱାୟତ୍ତ ଶାସନ ଦିବସ

ସ୍ୱରାଜସ୍ୱ ବୃଦ୍ଧି ପାଇଁ ଶ୍ରେଷ୍ଠ ଏନ.ଏ.ସି ଭାବେ ପଦ୍ମପୁର ଦୁଇ କୋଟିର ଅର୍ଥରାଶି ରେ ପୁରସ୍କୃତ,

ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ହଲ ପରିସରରେ ଆଡ଼ମ୍ବର ସହକାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପଦ୍ମପୁରବାସୀ ଆଭାସୀ ମାଧ୍ୟମରେ ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ। ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

ନିଜସ୍ୱ ରାଜସ୍ୱ ବୃଦ୍ଧି (Own Source Revenue Development) କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପଦ୍ମପୁର ଏନଏସିକୁ ରାଜ୍ୟର ଶ୍ରେଷ୍ଠ ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥା ଭାବେ ପୁରସ୍କୃତ କରାଯାଇଛି। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ପଦ୍ମପୁର ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ, ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହି ଏହି ସମ୍ମାନଜନକ ପୁରସ୍କାର ସହିତ ଦୁଇ କୋଟିର ଅର୍ଥରାଶି ଗ୍ରହଣ କରିଥିଲେ।

ପଦ୍ମପୁର ଟାଉନ ହଲଠାରେ ଆୟୋଜିତ ସଭାରେ ବରଗଡ଼ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଗୋବର୍ଦ୍ଧନ ଭୁଏ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ କେଶ ରଞ୍ଜନ ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସ୍ୱାୟତ୍ତ ଶାସନର ମହତ୍ତ୍ୱ ଓ ନଗର ଉନ୍ନୟନ ଉପରେ ବକ୍ତବ୍ୟ ରଖିଥିଲେ। ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ସୁନୀଲ କୁମାର ଅଗ୍ରୱାଲ,  ବିଧାୟକ ପ୍ରତିନିଧି ଭାବେ ନବ କିଶୋର ସାହୁ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନତ ପାଢ଼ୀ, ଡିସିବି ବ୍ୟାଙ୍କର ଶାଖା ପରିଚାଳକ ଏମ୍. ରାଜେଶ ଏବଂ ଏନଏସିର ସମସ୍ତ କାଉନସିଲର ଉପସ୍ଥିତ ଥିଲେ।

ଏହି ସମାରୋହରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସମାଜସେବା, ସାମ୍ବାଦିକତା ଓ ସାମାଜିକ ଅବଦାନ ପାଇଁ ଅଞ୍ଚଳର ୮୫ ଜଣ ବରିଷ୍ଠ ନାଗରିକ, ସମାଜସେବୀ, ସ୍ୱୟଂ ସହାୟକ ଗୋଷ୍ଠୀ ଓ ସାମ୍ବାଦିକଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା। ଏହାସହିତ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୬୦ ଜଣ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

News Comment

You Might Also Like

BACK TO TOP