Breaking News

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |   (11-Sep-2026)       ||      ବାଲେଶ୍ୱର କୁ କେଉଁଠୁ ଆସିଲେ 5ବଣ ମଣିଷ, ମଣିଷ ସହିତ ମିଶି ଯାଉଛି ସେମାନଙ୍କ 97% DNA |    (11-Sep-2026)       ||      ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||     

ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର କଲ୍ୟାଣ ସିଂହପୁର ରେ ଅନୁଷ୍ଠିତ ||

31-Aug-2026

କଲ୍ୟାଣସିଂହପୁରରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

୬୩ଟି ଅଭିଯୋଗର ଶୁଣାଣି, ମାଙ୍କଡ଼ ଆକ୍ରମଣରୁ ଆରମ୍ଭ କରି ଆଧାର, ପାନୀୟଜଳ ଓ ରାସ୍ତା ସମସ୍ୟା ଉଠିଲା

ଓଡିଶା ଜନମତ ରାୟଗଡା, ୩୧/୮,

କାମେଶ୍ୱର କରକରିଆ : -------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଭାଗୃହଠାରେ ରବିବାର ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ରାୟଗଡ଼ା ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶୁଣାଣି ଶିବିରରେ ଅଞ୍ଚଳବାସୀ ବିଭିନ୍ନ ମୌଳିକ ସମସ୍ୟା ନେଇ ଅଭିଯୋଗ ଉପସ୍ଥାପନ କରିଥିଲେ। ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଉପଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ପିଏଆଇଟିଡିଏ ଚନ୍ଦ୍ରକାନ୍ତ ମାଝୀ, ସିଡିଏମଓ ଡାକ୍ତର ବିଶ୍ୱମ୍ବର ବେହେରା, ପିଡି ଅକ୍ଷୟ କୁମାର ଖେମୁଣ୍ଡୁ, କଲ୍ୟାଣସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଅମୃତା କାଡ୍ରାକା ଏବଂ ଥାନା ଅଧିକାରୀ ଅଜିତ ପରିଡା ପ୍ରମୁଖ ମଞ୍ଚାସୀନ ରହିଥିଲେ। ଶିବିରରେ ମୋଟ ୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ଅଭିଯୋଗ ଓ ୧୧ଟି ଗୋଷ୍ଠୀଭିତ୍ତିକ ଅଭିଯୋଗ ରହିଥିଲା। ଅଞ୍ଚଳରେ ବଢ଼ୁଥିବା ମାଙ୍କଡ଼ଙ୍କ ଉପଦ୍ରବ ଓ ଲୋକଙ୍କୁ ଆକ୍ରମଣ, ନିୟମଗିରି ଅଞ୍ଚଳର ଡଙ୍ଗରିଆ ସମ୍ପ୍ରଦାୟଙ୍କ ଆଧାର କାର୍ଡ ସମସ୍ୟା, କୃଷି ପଞ୍ଜିକରଣରେ ଅସୁବିଧା, ପାନୀୟଜଳ ସଙ୍କଟ, ରାସ୍ତା, ବିଦ୍ୟୁତ, ବାଲି, କେନାଲ ସମେତ ବିଭିନ୍ନ ମୌଳିକ ସମସ୍ୟା ନେଇ ଲୋକେ ଅଭିଯୋଗ କରିଥିଲେ। ଜିଲ୍ଲାପାଳ ଅଭିଯୋଗଗୁଡ଼ିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ୟାଗୁଡ଼ିକର ଯଥାଶୀଘ୍ର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ କହିଥିଲେ। ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସମେତ କଲ୍ୟାଣସିଂହପୁର ବିଡିଓ ମନୀଷା ଦାସ, ତହସିଲଦାର ମାନସ ରଞ୍ଜନ ମାନସେଠ, ସହକାରୀ ଯନ୍ତ୍ରୀ କ୍ଷୀରୋଦ କଲଙ୍କ ସହ ବ୍ଲକ, ତହସିଲ ଓ ଶିଶୁ ସମନ୍ୱିତ ବିକାଶ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP