Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ସାମ୍ବାଦିକ ମାନଙ୍କ ଦାବିକୁ ମାନିନେଲେ ରାଜ୍ୟ ସରକାର, ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା କାର୍ଡ ଚାଲୁ ରହିବ |

01-Sep-2026

ରାଜ୍ୟର ସାମ୍ବାଦିକ ମାନଙ୍କ ଦାବିକୁ  ଶୁଣିଲେ ସରକାର 
ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା |

ଓଡିଶା ଜନ ମତ ବ୍ୟୁରୋ,

ଶେଷରେ ରାଜ୍ୟର କର୍ମଜୀବୀ ସାମ୍ବାଦିକ ମାନଙ୍କ ଦାବି ଆଗରେ ମୁଣ୍ଡ ନୁଆଇଁଲେ ସରକାର  | ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା | ଏହି ଘଟଣା ପ୍ରଚାରିତ ପରେ ସାମ୍ବାଦିକ ମାନଙ୍କ ମନରେ ଖୁସିର ଲହରୀ ଦେଖାଦେଇଛି ||
ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ନିଷ୍ପତ୍ତି ପରେ ସାମ୍ବାଦିକ ମହଲରେ ଆଶ୍ୱସ୍ତି ପ୍ରକାଶ ପାଇଛି।
ବର୍ତ୍ତମାନ ଯେଉଁ ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ଅଛନ୍ତି, ସେମାନେ ପୂର୍ବପରି ଏହି ସୁବିଧା ପାଇପାରିବେ। ଏଥିସହ ଯେଉଁ ସାମ୍ବାଦିକମାନେ ନୂଆକରି ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ସେମାନେ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିପାରିବେ।
ସାମ୍ବାଦିକମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବୀମା ସୁବିଧା ଜାରି ରଖିବା ନିଷ୍ପତ୍ତିକୁ ଓଡ଼ିଶା ର ସବୁ  ସାମ୍ବାଦିକ ୟୁନିଅନ ସ୍ୱାଗତ କରିଛନ୍ତି | ଏଥିପାଇଁ ସମସ୍ତ ୟୁନିଅନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଯାଇଛି।
ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ଏହି ଯୋଜନା ଗୁରୁତ୍ୱପୂର୍ଣ୍ଣ ଥିବାରୁ ଏହାକୁ ପୂର୍ବପରି ଜାରି ରଖିବା ନିଷ୍ପତ୍ତିକୁ ସାମ୍ବାଦିକ ସଂଗଠନଗୁଡ଼ିକ ସ୍ୱାଗତ କରିଛନ୍ତି |

News Comment

You Might Also Like

BACK TO TOP