Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଧାନ ଗଦାରେ ନିଆଁ ଲାଗି ପୋଡ଼ିଗଲା ବହୁତ ଧାନ, ଚିନ୍ତାରେ ଚାଷୀ |

15-Dec-2024

ଧାନ ଗଦାରେ ନିଆଁ ଲାଗି ସମ୍ପୂର୍ଣ୍ଣ କ୍ଷତି, ଚିନ୍ତାରେ ଧାନ ଚାଷୀ, 

        ଓଡିଶା ଜନ ମତ   ବ୍ୟୁରୋ , 

ପୋଲସରା ୧୪/୧୨/୨୪ ପୋଲସରା ଥାନା ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମରେ ଜଣେ ଚାଷୀଙ୍କ ଦୁଇ ଧାନ ଗଦାରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଥିବା ବେଳେ ଏବେ ଚିନ୍ତାରେ ଧାନ ଚାଷୀ। ସୂଚନା ଅନୁସାରେ ଖଣ୍ଡୁରୁ ଗ୍ରାମର ଇନ୍ଦ୍ରମଣି ପ୍ରଧାନ ନିଜ ୩ ଏକର ଜମିର ଧାନ କାଟି ଆଣି ଖଳାରେ ଗଦା କରି ରଖିଥିଲେ। ବିଗତ ରାତି ୪ ଘଣ୍ଟା ସମୟରେ  କେହିଜଣେ ଦୁର୍ବୃତ୍ତ ଦୁଇ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲା। ଇନ୍ଦ୍ରମଣି ଜାଣିବା ପରେ ପୋଲସରା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତୁରନ୍ତ ଖବର ପାଇ ଅଗ୍ନିଶମ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ଯ ୩ ଏକରର ଦୁଇ ଧାନ ଗଦା ସମ୍ପୃର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଥିଲା। ନିଜର କଷ୍ଟ ଅର୍ଜିତ ଧାନ ପୋଡ଼ି ପାଉଁଶ ହୋଇଯିବାପରେ ବର୍ଷକର ଖାଦ୍ୟ ଭରଣ କରିବା ସହିତ କରିଥିବା ଋଣକୁ ସୁଝିବା ତାଙ୍କ ପକ୍ଷେ କଷ୍ଟକର ହୋଇପଡିଥିବା ବେଳେ ଏବେ ଚାଷୀ ଇନ୍ଦ୍ରମଣି ଚିନ୍ତାରେ ପଡିଯାଇଛନ୍ତି। ସହାୟତା ପ୍ରଦାନ ପାଇଁ ପ୍ରଶାସନକୁ ନିବେଦନ କରିଛନ୍ତି।

News Comment

You Might Also Like

BACK TO TOP