Breaking News

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |   (11-Sep-2026)       ||      ବାଲେଶ୍ୱର କୁ କେଉଁଠୁ ଆସିଲେ 5ବଣ ମଣିଷ, ମଣିଷ ସହିତ ମିଶି ଯାଉଛି ସେମାନଙ୍କ 97% DNA |    (11-Sep-2026)       ||      ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||     

ଶେରଗଡ଼ ଥାନା ରାମଗିରି ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ନିର୍ମମ ଭାବେ ହତ୍ୟା |

02-Sep-2026

ବିଧବା ମହିଳା ଙ୍କୁ ହତ୍ୟା 
ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ରାମଗିରି ଗ୍ରାମ ମୁଖ୍ୟ ରାସ୍ତାରେ ମିତା ସେଠୀ ନାମ୍ନୀ ଜଣେ ମହିଳାଙ୍କର ରକ୍ତ ଜୁଡୁବୁଡୁ ଶରିର ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ମହିଳାଙ୍କ ସ୍ବାମୀ ବିଭୁତି ସେଠୀଙ୍କର ଗତ ୬ ମାସ ପୁର୍ବରୁ ମୃତ୍ୟୁ ଘଟିଛି। ମିତା ର କୌଣସି ପିଲାଛୁଆ ନାହାନ୍ତି,ସେ କେବଳ ଏକାକୀ ଘରେ ରହୁଥିଲେ। ଗତକାଲି ସନ୍ଧ୍ୟାରେ ସେ ଗଳା କଟି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରେ ପଡ଼ିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ଥାନା ଅଧିକାରୀ ଓ ଆସ୍କା ଏସ୍ ଡି ପି ଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଥାନା ରେ କୌଣସି ଅଭିଯୋଗ ହୋଇନାହିଁ ଓ ପୋଲିସ ପକ୍ଷରୁ କେବଳ ତଦନ୍ତ ଆରମ୍ଭ ହୋଇଛି। ସମ୍ପତ୍ତି ଲୋଭରେ କେହି ତାକୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

News Comment

You Might Also Like

BACK TO TOP