Breaking News

କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||      ଡ଼ାଇକି ଛକ ନିକଟରେ ଅଟୋ ବାଇକ ଧକ୍କା ||   (25-Oct-2026)       ||      ବର୍ଷା ଯୋଗୁଁ ସୋମବାରେ ଖୋଲିବାକୁ ଥିବା କଳିଙ୍ଗ ଘାଟି ରାସ୍ତା କିଛିଦିନ ପରେ ଖୋଲିବ    (25-Oct-2026)       ||      ନିଜ ପିଲାଙ୍କ ବିଷୟ ରେ ଏକ ଅଲଗା କଥା କହିଲେ ତୁକାରାମ ମୁଣ୍ଡେ |    (25-Oct-2026)       ||      ଆର ଏଣ୍ଡ ବି ର ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଭିଜିଲାନ୍ସ ରେ ଧରା ପଡିଲେ ||   (25-Oct-2026)       ||      "ସାବୁତ ନିଯୋଗ ଇଷ୍ଟେଟ ଚେସ ବ୍ୟାଟଲ ସିଜନ -1ରେ ପୁରୀରେ ଶୁଭମ ରଥ ଚାମ୍ପିୟାନ |   (25-Oct-2026)       ||      ମହିଳା ସ୍ୱୟଂ ସହାୟିକା ଗୋଷ୍ଟି ର ନୂତନ ଷ୍ଟେସେନେରୀ ଦୋକାନ କୁ ଉଦଘାଟନ କଲେ ବ୍ରହ୍ମପୁର ମେୟର |   (25-Oct-2026)       ||      ବାୟୁସେନା କର୍ମଚାରୀ ଙ୍କ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ |    (25-Oct-2026)       ||      "ୱାନ ଷ୍ଟେସନ ୱାନ ପ୍ରଡକ୍ଟ ` ଷ୍ଟଲ କୁ ରାୟଗଡା ରେଳ ଷ୍ଟେସନ ରେ ଉଦଘାଟିତ |   (25-Oct-2026)       ||      କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||     

କାର ଧକ୍କାରେ ଜଣେ ବୃଦ୍ଧ ବ୍ୟକ୍ତଙ୍କ ମୃତ୍ୟୁ ||

02-Sep-2026

କାର୍ ଧକ୍କାରେ କିଶୋର ଗୌଡନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଦେହାନ୍ତ।

ଓଡିଶା ଜନ ମତ ବ୍ୟୁରୋ,  ବ୍ରହ୍ମପୁର,

କୃଷ୍ଣ ଚନ୍ଦ୍ର ସାମନ୍ତରା  ;----
ଦିଗପହଣ୍ଡି ଥାନା ଅନ୍ତର୍ଗତ ସହର ଉପକଣ୍ଠ ଏକ ଗୁହାଳ ଘର ନିକଟରେ କିଶୋର ଗୌଡ଼ ନାମକ ଜଣେ ବୃଦ୍ଧ ସାଇକେଲରେ ଯାଉଥିବା ବେଳେ ଏକ କାର୍ ପଛପଟୁ ଧକ୍କା ଦେଇଥିଲା। ଯାହା ଫଳରେ ସେ ରାସ୍ତାରେ କଚାଡି ହୋଇ ପଡ଼ିଯାଇଥିଲେ ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗି ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଏହି ଭଳି ଅବସ୍ଥାରେ ତାଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଦୁର୍ଘଟଣାଗ୍ରସ୍ତ କାର୍ ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP