Breaking News

ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||      ଆସ୍କା ସୂତାକଳ ର ଭାଗ୍ୟ ବଦକି ବକି???   (19-Dec-2024)       ||     

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଈଁ ଭିତ୍ତି ପ୍ରସ୍ତର ସ୍ଥାପନ |

15-Dec-2024

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନା।

        ଓଡିଶା  ଜନମତ   ବ୍ୟୁରୋ,,

ପୋଲସରା ୧୪/୦/୧୨/୨୦୨୪
ଏକଦା ଗଞ୍ଜାମ ଟାଇଗର ଭାବେ ଖ୍ୟାତି ଅର୍ଜନ କରିଥିବା ଏବଂ ଓଡିଶା ରାଜନୀତିରେ ନିଜର ସ୍ବତନ୍ତ୍ର ଛାପ ଛାଡି ଯାଇଥିବା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଆଜି ଏଠାରେ ଭିତ୍ତିପ୍ରସ୍ତର ସ୍ଥାପନ କରା ଯାଇଛି। ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକ ଙ୍କ ସାନ ଝିଅ ତଦାଶା ତପସ୍ଵିନୀ ଓ ଜ୍ବାଇଁ ଉତ୍ତମ କୁମାର ଦାସ ଏହି କାର୍ଯ୍ୟ ସମ୍ପାଦନ କରିଛନ୍ତି। ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଓ ଦମକଳ କେନ୍ଦ୍ର ମଝିରେ ନିରୁପିତ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ କୁ ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକ ଙ୍କ ସାନ ଝିଅ ତଦାଶା ତପସ୍ଵିନୀ ଓ ଜ୍ବାଇଁ ଉତ୍ତମ କୁମାର ଦାସ ସମ୍ପାଦନ କରିଛନ୍ତି।
ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ନେତା ଦିନବନ୍ଧୁ ସାହୁ , ସିମାଞ୍ଚଳ ସାହୁ , ରମେଶ ଚନ୍ଦ୍ର ମିଶ୍ର , ପୂର୍ବତନ ସରପଞ୍ଚ ରୋହିତ ପ୍ରଧାନ , କାମଦେବ ପ୍ରଧାନ , ସରପଞ୍ଚ ରଘୁନାଥ ଭୂୟାଁ , ଭାସ୍କର ନାହକ , ନାରାୟଣ ସାହୁ , ଶରତ ପାଣିଗ୍ରାହୀ , ଅଶୋକ ପ୍ରଧାନ , ବନିନ୍ଦ୍ର ପ୍ରଧାନ , ଉମାଚରଣ ପ୍ରଧାନ , ପୂର୍ବତନ ସରପଞ୍ଚ କୈଳାଶ ମହାରଣା , ଅବସରପ୍ରାପ୍ତ ଶିକ୍ଷକ ରାଧାଶ୍ଯାମ ପଣ୍ଡା , ଦେବାଶିଷ ସାହୁ , କୃଷ୍ଣ ଚରଣ ପଟ୍ଟନାୟକ , ସୁଦିପ୍ତ ମୋହନ ପଟନାୟକ , ଯଜ୍ଞ ନାରାୟଣ ସାହୁ , ସିଲୁ ଦଳେଇ , ସିମାଞ୍ଚଳ ପ୍ରଧାନ , ପୋଲସରା ଓକିଲ ସଂଘ ସଭାପତି ବଳରାମ ପ୍ରଧାନ ଏବଂ କୃଷ୍ଣଚନ୍ଦ୍ର ଜେନା ସମେତ ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକଙ୍କ ବହୁ ପ୍ରସଂଶକ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP