Breaking News

ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||      ଡ଼ାଇକି ଛକ ନିକଟରେ ଅଟୋ ବାଇକ ଧକ୍କା ||   (25-Oct-2026)       ||      ବର୍ଷା ଯୋଗୁଁ ସୋମବାରେ ଖୋଲିବାକୁ ଥିବା କଳିଙ୍ଗ ଘାଟି ରାସ୍ତା କିଛିଦିନ ପରେ ଖୋଲିବ    (25-Oct-2026)       ||      ନିଜ ପିଲାଙ୍କ ବିଷୟ ରେ ଏକ ଅଲଗା କଥା କହିଲେ ତୁକାରାମ ମୁଣ୍ଡେ |    (25-Oct-2026)       ||      ଆର ଏଣ୍ଡ ବି ର ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଭିଜିଲାନ୍ସ ରେ ଧରା ପଡିଲେ ||   (25-Oct-2026)       ||      "ସାବୁତ ନିଯୋଗ ଇଷ୍ଟେଟ ଚେସ ବ୍ୟାଟଲ ସିଜନ -1ରେ ପୁରୀରେ ଶୁଭମ ରଥ ଚାମ୍ପିୟାନ |   (25-Oct-2026)       ||      ମହିଳା ସ୍ୱୟଂ ସହାୟିକା ଗୋଷ୍ଟି ର ନୂତନ ଷ୍ଟେସେନେରୀ ଦୋକାନ କୁ ଉଦଘାଟନ କଲେ ବ୍ରହ୍ମପୁର ମେୟର |   (25-Oct-2026)       ||      ବାୟୁସେନା କର୍ମଚାରୀ ଙ୍କ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ |    (25-Oct-2026)       ||      "ୱାନ ଷ୍ଟେସନ ୱାନ ପ୍ରଡକ୍ଟ ` ଷ୍ଟଲ କୁ ରାୟଗଡା ରେଳ ଷ୍ଟେସନ ରେ ଉଦଘାଟିତ |   (25-Oct-2026)       ||      କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||      ପିସିସି ସଦସ୍ୟ ଙ୍କ ଦ୍ୱାରା ଶ୍ରମିକ କାର୍ଡ ବଣ୍ଟନ |   (24-Oct-2026)       ||      ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ଦଶହରା ପରେ ମା ଦୁର୍ଗା ଙ୍କୁ ଭକ୍ତି ପୂର୍ଣ୍ଣ ବିଦାୟ ଦେଲେ ଶ୍ରଦ୍ଧାଳୁ ଓ ଆୟୋଜକ ||   (23-Oct-2026)       ||      ସିଙ୍ଗାରି ଅଞ୍ଚଳର 300ରୂ ଉର୍ଦ୍ଧ କର୍ମୀ ଓସମର୍ଥକ ବିଜେପିରେ ମିଶିଲେ ||   (23-Oct-2026)       ||      ରକ୍ତ ହୀନତା ଯୋଗୁଁ ଜଣେ 20ବର୍ଷୀୟା ଯୁକ୍ତ ତିନିର ଛାତ୍ରୀଙ୍କ ମୃତ୍ୟୁ ||   (23-Oct-2026)       ||     

ରାୟଗଡା ୟୁ ଜି ଏମ ବୈଷୟିକ ଅନୁଷ୍ଠାନ ଠାରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ |

03-Sep-2026

ରାୟଗଡ଼ା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ ଠାରେ ସ୍ୱଦେଶୀ ଜାଗରଣ ମଞ୍ଚର ପକ୍ଷରୁ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ

ନିଜେ ସ୍ୱରୋଜକ୍ଷମ ହୋଇ ଅନ୍ୟମାନଙ୍କୁ ସ୍ବରୋଜଗାରକ୍ଷମ କରିବାକୁ ଆହ୍ୱାନ ! ସ୍ୱଦେଶୀ ହିଁ ଏକମାତ୍ର ବିକଳ୍ପ l

ଓଡିଶା ଜନମତ ରାୟଗଡ଼ା, ୦୩/୦୯ (କାମେଶ୍ୱର କରକରିଆ)
ରାୟଗଡ଼ା ଜିଲ୍ଲା ସ୍ୱଦେଶୀ ଜାଗରଣ ମଞ୍ଚ ପକ୍ଷରୁ ସ୍ୱାବଲମ୍ବୀ ଭାରତ ଅଭିଯାନ (୨୧ ଅଗଷ୍ଟ ରୁ ୦୨ ଅକ୍ଟୋବର ୨୦୨୬) ଅନ୍ତର୍ଗତ ଆଜି ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ (UGMIT), ରାୟଗଡ଼ା ଠାରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱଦେଶୀ ଜାଗରଣ ମଞ୍ଚ ବରିଷ୍ଠ କାର୍ଯ୍ୟକର୍ତ୍ତା ଶ୍ରୀ ମନୋଜ କୁମାର ନାୟକ ମୁଖ୍ୟ ଅତିଥି, ଶ୍ରୀ ତନ୍ମୟ ପ୍ରଧାନ, ସ୍ୱଦେଶୀ ଜାଗରଣ ମଞ୍ଚ କୋରାପୁଟ ବିଭାଗ ସଂଯୋଜକ ମୁଖ୍ୟ ବକ୍ତା, ଶ୍ରୀ ଅନୀଲ କୁମାର ପାତ୍ର, ଅଧ୍ୟକ୍ଷ, UGMIT ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହା ସହିତ ଅଧ୍ୟାପକ ଶ୍ରୀ ମହେନ୍ଦ୍ର ଲେଙ୍କା, ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ ,  ଶ୍ରୀମତୀ ଅଞ୍ଜଳି ପଣ୍ଡା , ମଞ୍ଚର ଜିଲ୍ଲା ମହିଳା ପ୍ରମୁଖ ତଥା ଉଦ୍ୟୋଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସ୍ୱଦେଶୀ, ସ୍ୱାଭିମାନ ଓ ସ୍ୱାବଲମ୍ବନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସ୍ୱାବଲମ୍ବୀ ଭାରତ ଅଭିଯାନର ଉଦ୍ଦେଶ୍ୟ "ରୋଜଗାର ଖୋଜୁଥିବା ବ୍ୟକ୍ତି ହୁଅନ୍ତୁ ନାହିଁ - ରୋଜଗାର ପ୍ରଦାନ କରୁଥିବା ବ୍ୟକ୍ତି ହୁଅନ୍ତୁ, କୃଷି ଉଦ୍ୟମିତା ଆପଣାନ୍ତୁ, କୌଶଳ ବିକାଶରେ ଦେଶର ବିକାଶ, ସ୍ୱ ରୋଜଗାର ଆପଣାଇବା ଓ ଦେଶକୁ ସମୃଦ୍ଧ କରିବା ଉପରେ ମୁଖ୍ୟ ବକ୍ତା ବକ୍ତବ୍ୟ ରଖିଥିଲେ।
କାର୍ଯ୍ୟକ୍ରମକୁ ଶ୍ରୀ ଦେବଗିରି ପଟ୍ଟନାୟକ, ସହ ସଂଯୋଜକ ଓ ଶ୍ରୀ ସୁଦର୍ଶନ ପାଢୀ, ଜିଲ୍ଲା ସଂଯୋଜକ ପରିଚାଳନା କରିବା ସହ" ମୁଁ ବି  ସ୍ୱଦେଶୀ ସମର୍ଥକ" ଶପଥ ପାଠ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ ଯୋଗଦେଇଥିଲେ l 
     ଏହି ସମ୍ମିଳନୀରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଯୁବ ଉଦ୍ୟମିତା ଓ ଆତ୍ମନିର୍ଭର ଭାରତ ବିଷୟରେ ପ୍ରେରଣା ଲାଭ କରିଥିଲେ।
ଏହି ଅଭିଯାନ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ୦୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସଂଯୋଜକ ସୂଚନା ଦେଇଛନ୍ତି। ସଂଯୋଜକ ସୁଦର୍ଶନ ପାଢ଼ୀ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିଥିବା ବେଳେ ସହ ସଂଯୋଜକ ଦେଵଗିରି ପଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP