Breaking
News
Breaking
News
03-Sep-2026
ଦୁର୍ଘଟଣାଗ୍ରସ୍ତ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର।
ଓଡିଶା ଜନ ମତ, କୈଳାଶଵ ଚନ୍ଦ୍ର ଚୌଧୁରୀ:-----
ବ୍ରହ୍ମପୁର ସଦର ଥାନା ଓ ଏସ୍ ଏମ୍ ଆଇ ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ଦୁର୍ଘଟଣା ର ସମ୍ମୁଖୀନ ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। କିନ୍ତୁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ।
BACK TO TOP