Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ଟାଙ୍ଗଣା ପଲ୍ଲୀ ହାଇସ୍କୁଲ ରେ ସଂସ୍କୃତ ସପ୍ତାହ ଉଦଯାପିତ!||

03-Sep-2026

ଟାଙ୍ଗଣାପଲ୍ଲୀ ହାଇସ୍କୁଲରେ ସଂସ୍କୁତ ସପ୍ତାହ ଉଦଯାପିତ ।

ଓଡିଶା ଜନମତ  ଛତ୍ରପୁର,ତା.୩ / ୯,

କେ.ସତ୍ୟନାରାୟଣ ରେଡ୍ଡୀ:-----

ବିଶ୍ୱସ୍ତରରେ ସଂସ୍କୃତ ସପ୍ତାହ ପାଳନ କରାଯାଉଥିବା ବେଳେ  ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀଶ୍ରୀ ନୀଳକଣ୍ଠେଶ୍ଵର ନୋଡାଲ ଉଚ୍ଚବିଦ୍ୟାପୀଠରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l 
 ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ସଂସ୍କୃତବିତ୍ ତଥା ଛତ୍ରପୁର ଅନସ୍ଲୋ ହାଇସ୍କୁଲର ଅଵସରପ୍ରାପ୍ତ ସଂସ୍କୃତ ଶିକ୍ଷକ ବିଦ୍ୟାଧର ଦାଶ ମୁଖ୍ୟଅତିଥି ରୂପେ ଯୋଗ ଦେଇ ସଂସ୍କୁତଭାଷା ହିଁ ଆଦ୍ୟ ଭାଷା ଅଟେ । 
ସର୍ବ ଭାଷାର ଜନନୀ ଅଟେ ବୋଲି ଗଣନା କରିଥିଲେ । ସଂସ୍କୃତ ଭାଷା ସମାଜକୁ ସଠିକ ମାର୍ଗ ଦର୍ଶାଇ ଥାଏ ବୋଲି ସଂସ୍କୃତ ପଣ୍ତିତ ଶ୍ରୀ ଦାଶ ବକ୍ତବ୍ୟ ପ୍ରଦାନ କରିଥିଲେ ।  ବିଦ୍ୟାଳୟର ସଂସ୍କୃତ ତଥା ଏନ୍.ସି.ସି ଫାଷ୍ଟ ଅଫିସର ସୁଧାକର ବଳୀ ସ୍ଵାଗତ ଭାଷଣ ଦେଇଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।
  ଅଭିରାମ ସାହୁ ସଭା ସଂଯୋଜନା କରିଥିଲେ | ପୂର୍ବରୁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଆୟୋଜିତ ସଂସ୍କୃତ ଭାଷା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।।

News Comment

You Might Also Like

BACK TO TOP