Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁ ମନ୍ଦିର ରେ ଜନ୍ମାଷ୍ଟମୀ ପାଳିତ ||

04-Sep-2026

ସରସ୍ବତୀ ଶିଶୁ ମନ୍ଦିର ପୁରୁଷୋତ୍ତମପୁର ରେ ଜନ୍ମାଷ୍ଟମୀପାଳନ |

ଅଦ୍ୟ ତା ୦୪/୦୯/୨୬ ରିଖ ଶୁକ୍ରବାର ଦିନ ବିଦ୍ୟାଳୟ ପରିସରରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଅଛି। ଉକ୍ତ ଉତ୍ସବରେ ଅତିଥ୍‌ ଭାବରେ ସ୍ଥାନୀୟ ଇସ୍କନର ପରିଚାଳକ ପ୍ରଭୁଜୀ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ |ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ବେହେରା ଯୋଗ ଦେଇ ଶିଶୁ ଭାଇ ଓ ଭଉଣୀଙ୍କୁ ମାର୍ଗଦର୍ଶନ କରିଥିଲେ ଆଚାର୍ଯ୍ୟା ଶ୍ରୀମତୀ ପ୍ରମୋଦିନୀ ସାହୁ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ। ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ କାର୍ଯ୍ୟକ୍ରମର ପାଳନ ର ଉଦ୍ଦେଶ୍ୟ ଜଣାଇଥିଲେ । ମୁଖ୍ୟ ଅତିଥ୍‌ ଶ୍ରୀକୃଷ୍ଣ ଙ୍କ ବିଷୟରେ ଅନେକ କଥା କହିଥିଲେ | ଶିଶୁଭାଇ ଓ ଭଉଣୀ ବିଭିନ୍ନ ବେଶ ହୋଇ ନଗର ଭ୍ରମଣ ଣ କରି ରାଧାକୃଷ୍ଣଙ୍କୁ ଦର୍ଶନ କରିଥିଲେ |ପରିଚାଳନା ସମିତି ର ସମସ୍ତ କର୍ମକର୍ତ୍ତା ଯୋଗଦେଇଥିଲେ | ଏଥୂରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଓ ଗୁରୁମା ତଥା ସେବକ ସେବିକା ଓ ବାହାନ ଚାଳକ ଭାଇମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ | କାର୍ଯ୍ୟକ୍ରମ କୁ ଶିଶୁବାଟିକାପ୍ରମୁଖ ଶ୍ରୀମତୀ ଶର୍ମିଷ୍ଠା କୁମାରୀ ନାୟକ ପରିଚାଳନା କରିଥିଲେ |ପରିଶେଷରେ ପ୍ରଣତି ଗୁରୁମା ଧନ୍ୟବାଦ ପ୍ରଦାନ କରିଥିଲେ |

News Comment

You Might Also Like

BACK TO TOP