Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ଏମ ଏସ ଏମ ଇ ପ୍ରତିଷ୍ଠା ପାଇଁ ପାଇକ ମଳରେ ସଚେତନତା ଶିବିର ||

04-Sep-2026

ପାଇକମାଲରେ ଏମ୍‌ଏସ୍‌ଏମ୍‌ଇ ପ୍ରତିଷ୍ଠା ପାଇଁ ସଚେତନତା ଶିବିର | 

ଓଡିଶା ଜନମତ ବରଗଡ଼ - ମନୋହର ଦାଶ:----

ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସଭାଗୃହରେ ଏମ୍‌ଏସ୍‌ଏମ୍‌ଇ (ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ) ପ୍ରତିଷ୍ଠା ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅଞ୍ଚଳର ଯୁବକ-ଯୁବତୀ ଓ ମହିଳାମାନଙ୍କୁ ଆତ୍ମନିର୍ଭର କରିବା ସହ ଉଦ୍ୟୋଗ ପ୍ରତିଷ୍ଠା ଦିଗରେ ପ୍ରୋତ୍ସାହିତ କରିବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଶିବିରରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଯୁବକ-ଯୁବତୀ ଓ ମହିଳାମାନେ ଚାକିରି ଅନ୍ୱେଷଣ କରିବା ସହ ନିଜେ ଉଦ୍ୟୋଗ ପ୍ରତିଷ୍ଠା କରି ଅନ୍ୟମାନଙ୍କୁ ରୋଜଗାର ଯୋଗାଇବା ଦିଗରେ ଆଗେଇ ଆସିବାକୁ ଆହ୍ୱାନ କରିଥିଲେ । ସରକାରଙ୍କ ବିଭିନ୍ନ ଯୋଜନା ଓ ସହାୟତାର ସୁଯୋଗ ନେଇ ଉଦ୍ୟୋଗୀ ହେବାକୁ ସେ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପାଇକମାଲ ବିଡିଓ ପ୍ରଫୁଲ୍ଲ କୁମାର ଓଡୁ, ବରଗଡ଼ ଜିଏମ୍‌-ଡିଆଇସି ସୁଷମା ଟରାଜୀ, ସରୋଜ ସାମଲ, ଗୋବର୍ଦ୍ଧନ ଅଗ୍ରୱାଲ, ପାଇକମାଲ ଏସ୍‌ବିଆଇ ବ୍ୟାଙ୍କ ମ୍ୟାନେଜର ଏବଂ ସମାଜସେବୀ ବଡ଼ ଶତପଥୀ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗଦେଇ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗର ସୁଯୋଗ, ଋଣ ବ୍ୟବସ୍ଥା ଓ ସରକାରୀ ସହାୟତା ସମ୍ପର୍କରେ ଆଲୋକପାତ କରିଥିଲେ । ସଭାକୁ ପ୍ରଭାସ ରଞ୍ଜନ ପ୍ରଧାନ ପରିଚାଳନା କରିଥିବା ବେଳେ ଶିବିରରେ ପ୍ରାୟ ୮୫ ଜଣ ଯୁବକ-ଯୁବତୀ ଓ ମହିଳା ଯୋଗଦେଇଥିଲେ ।

News Comment

You Might Also Like

BACK TO TOP