Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଡ୍ରେନେଜ ବିଭାଗର ଏଇ ||

06-Sep-2026

ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ |

ଓଡିଶା ଜନ ମତ ବ୍ୟୁରୋ 

କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ଠିକାଦାର ଙ୍କ ବିଲ କରେଇ ଦେବେ କହି ନେଉଥିଲେ ଲାଞ୍ଚ ||ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ି (OD 29 S 6644) କୁ ମଧ୍ୟ ଜବତ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ଜଣେ ଠିକାଦାରଙ୍କ ବିଲ୍‌ ଫାଇନାଲ୍‌ କରିଦେବା ପାଇଁ ଏଇ ଶ୍ରୀମତୀ ସାହୁ ଲାଞ୍ଚ ବାବଦକୁ ଏହି ଟଙ୍କା ନେଇଥିଲେ। ସନ୍ଧ୍ୟା ସମୟରେ ସେ ଅଫିସ୍ ଗାଡ଼ିରେ ଏହି ଟଙ୍କା ଧରି ମହାକାଳପଡ଼ାରୁ ଫେରୁଥିବା ବେଳେ ଭିଜିଲାନ୍ସ ଟିମ୍ ପୂର୍ବରୁ ଓପାଡ଼ି ବସି ମାର୍ଶାଘାଇ କ୍ରସିଂ ଛକ ନିକଟରେ ତାଙ୍କ ଗାଡ଼ିକୁ ଅଟକାଇଥିଲେ। ଯାଞ୍ଚ ସମୟରେ ଗାଡ଼ିରୁ ଜବତ ଟଙ୍କାର କୌଣସି ବୈଧ ହିସାବ କିମ୍ବା ସନ୍ତୋଷଜନକ ଉତ୍ତର ଏଇ ସାହୁ ଦେଇପାରି ନଥିଲେ।
ଏହାପରେ ଭିଜିଲାନ୍ସ ବିଭାଗ ତାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ବେଳେ ତାଙ୍କ କାର୍ଯ୍ୟାଳୟ ଏବଂ ବାସଗୃହରେ ଏକକାଳୀନ ଚଢ଼ାଉ ଓ ତନାଘନା ଆରମ୍ଭ କରିଛି। ଘଟଣାର ଅଧିକ ତଦନ୍ତ ଚାଲିଥିବା ନେଇ ପ୍ରାଥମିକ ସୂଚନା ମିଳିଛି

News Comment

You Might Also Like

BACK TO TOP