Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ବିଭିନ୍ନ ଜିନିଷ ଜବତ ସହିତ ତିନି ଡକାୟତ ଗିରଫ ||

07-Sep-2026

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଓଡିଶା ଜନମତ,ବାଲିଗୁଡ଼ା, ତା, ୦୭/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ : ----

କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ଏକ ବିଶ୍ୱସ୍ତ ସୂଚନା ଆଧାରରେ ବାଲିଗୁଡା ଥାନା ଅଞ୍ଚଳରେ ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ କରିବା ସହ ତିନି କୁଖ୍ୟାତ ଡକାୟତ ଙ୍କୁ ଗିରଫ କରିଥିବା ଜଣାପଡିଛି l ଘଟଣା ରୁ ପ୍ରକାଶ ଯେ, ବାଲିଗୁଡ଼ା ପୋଲିସ ୪୨ କିଲୋ ୪୦୦ ଗ୍ରାମ ଚୋରା ଗଞ୍ଜେଇ, ଦୁଇଟି ଦେଶୀ ନିର୍ମିତ ବନ୍ଧୁକ (ଏସବିଏମଏଲ) ଏବଂ ଦୁଇଟି ମୋଟର ସାଇକେଲ ଜବତ କରିବା ସହ ଏହି ଘଟଣା ରେ ସଂଶ୍ଲିଷ୍ଟ ଥିବା ବାଲିଗୁଡ଼ା ଥାନା ଅନ୍ତର୍ଗତ ତଳିପଡ଼ା ଗ୍ରାମର ନୀଳାମ୍ବତ ମଲ୍ଲିକ (୨୬), ବୌଦ୍ଧ ଜିଲ୍ଲା ଘଣ୍ଟପଡା ଥାନା ଅନ୍ତର୍ଗତ ବନ୍ଧଗିଡା ଗ୍ରାମର ବୀରେନ୍ଦ୍ର ମଲ୍ଲିକ (୨୦), କେନ୍ଦୁବାଡା ଗ୍ରାମର ରଞ୍ଜିତ ଭୋଇ (୨୧), ଏହି ତିନି ଜଣଙ୍କ ନାମରେ ବାଲିଗୁଡ଼ା ପୋଲିସ ମାମଲା ନଂ ୨୨୬/ ୨୬ ପ୍ରକାରେ ୨୦(ଖ)(ii)(ଗ) ଏନ ଡି ପି ଏସ ଆଇନ/ ଧାରା ୨୫(୧-ଖ)(କ) ଅସ୍ତ୍ରଶସ୍ତ୍ର ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରି ଏହି ଘଟଣା ରେ ଆଉ କିଏ କିଏ ସଂଶ୍ଲିଷ୍ଟ ଅଛନ୍ତି ସେ ନେଇ ତଦନ୍ତ ଅବ୍ୟାହତ ଥିବା ବିଷୟ ବାଲିଗୁଡା ପୋଲିସ ଏସ ଡି ପି ଓ ଶୁଭମ ଭୋସଲେ ପ୍ରକାଶ କରିଛନ୍ତି l ସୂଚନା ଯୋଗ୍ୟ ଯେ, ଏହି ତିନି ଅଭିଯୁକ୍ତ କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳ ରେ ପୂର୍ବରୁ ଡକାୟତି ଏବଂ ଡକାୟତି ର ବହୁ ମାମଲାରେ ଜଡିତ ଥିବା ଜଣାପଡିଛି।

News Comment

You Might Also Like

BACK TO TOP