Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

07-Sep-2026

ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୦୬/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ନୂତନ ପେନସନ ଭୁକ୍ତ) ଆନୁକୂଲ୍ୟରେ ନୁଆସାହି ପାଟ୍ଟଖଣ୍ଡା ଉଚ୍ଚ ବିଦ୍ୟାପୀଠ ପ୍ରାଙ୍ଗଣରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ନେଇ ଧୂମଧାମରେ `ଗୁରୁଦିବସ ` ସହିତ ଚଳିତ ଶିକ୍ଷାବର୍ଷରେ ଅବସର ନେଇଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ  `ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ` ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ନୂତନ ପେନସନ ଭୁକ୍ତ) ର ସଭାପତି ସାବତ ପ୍ରଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ଶ୍ରୀମତୀ ସାଗର ବାଳା ତ୍ରିପାଠୀ, ସୁରେଶ ଚନ୍ଦ୍ର ଦାସ ଏବଂ  ପବିତ୍ର ମୋହନ ପାଢ଼ୀ ଯୋଗ ଦେଇ ସଂଘର୍ଷମୟ ଶିକ୍ଷକତା ଜୀବନରେ କିପରି ଅବସର ସମୟକୁ ଉପଲବ୍ଧି କରିଥିବା ଅଭିଜ୍ଞତା ଓ ଅନୁଭୂତି ସମ୍ପର୍କ ରେ ଆଲୋକପାତ କରିଥିଲେ  l ଉକ୍ତ ଉତ୍ସବରେ `ଗୁରୁଦିବସ ` ସହିତ ଚଳିତ ଶିକ୍ଷାବର୍ଷରେ ଅବସର ନେଇଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଯଥା ଶ୍ରୀମତି ଭଗବତୀ ଦେଇ, ଶ୍ରୀମତୀ ପ୍ରେମଲତା ଦାସ, ସନାତନ ପରିଛା, ପ୍ରଦୀପ୍ତ କୁମାର ବିଶ୍ୱାଳ, ଏବଂ ରମେଶ ଚନ୍ଦ୍ର ସାହୁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା  l ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରୁ ଶ୍ରୀମତୀ ଗାୟତ୍ରୀ ପାଳ, ଶ୍ରୀମତୀ ସୌଦାମିନୀ ସାହୁ, ରାଜକିଶୋର ଦିଗାଲ, ଲାବଣ୍ୟ ନାୟକ, ଅଲେଖ ରଣା, ସଚଳା ମିଶ୍ର, ସରିତା ପ୍ରଧାନ, ଲଷ୍ମୀପ୍ରିୟା ବେହେରା, ମାନସ କୁମାର ସାହୁ, ପ୍ରଶାନ୍ତ କୁମାର ବେହେରା, ଦିଲୀପ କୁମାର ଦିଗାଳ ତଥା ନୂତନ ଗଭର୍ଣ୍ଣି ବଡିର ସଦସ୍ୟ ସଦସ୍ୟା ବୃନ୍ଦ ଏବଂ ନୂତନ ପେନସନ ଯୋଜନା ଭୁକ୍ତ ସମସ୍ତ ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l ଶିକ୍ଷକ  ଉତ୍କଳ କେଶୋରୀ ବିଭାର ଏବଂ ରବୀନ୍ଦ୍ର ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ  ଅଲେଖ ରଣା ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP