Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||

09-Sep-2026

ପ୍ରତାରକ ଯୁବକ କୋର୍ଟ ଚାଲାଣ| 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ ;----
ବୈଦ୍ୟନାଥ ପୁର ଥାନା ଅଞ୍ଛଳର ଜନୈକା ମହିଳା ଙ୍କୁ ପ୍ରତାରଣା କରିବା ଓ ଲକ୍ଷାଧିକ ଟଙ୍କା ନେଇଥିବା ଅଭିଯୋଗ ରେ ପୋଲିସ ସୁଶାନ୍ତ ତରେଇ ନାମକ ଜଣେ ଯୁବକ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ସୁଶାନ୍ତ ର ଘର ରମ୍ଭା ଥାନା ଅଞ୍ଚଳରେ ବୋଲି ଜଣାପଡିଛି। ଅଭିଯୁକ୍ତ ଯୁବକ ଗତ କିଛି ମାସ ହେଲା ଉକ୍ତ ପ୍ରତାରିତା ମହିଳାଙ୍କ ସମ୍ପର୍କରେ ଆସି ପ୍ରେମ ସମ୍ପର୍କ ବଢ଼ାଇବା ସହ ବିଭିନ୍ନ ପ୍ରଲୋଭନ ଦେଖାଇ ମହିଳା ଙ୍କ ଠାରୁ ପ୍ରାୟ ୩ ଲକ୍ଷ ଟଙ୍କା ଧାର ନେଇ ଆଉ ଫେରାଇ ନଥିଲା।ଓଲଟା ଧମକ ଦେଇଥିଲା। ଯାହା ଫଳରେ ମହିଳା ଜଣଙ୍କ ଅନ୍ୟ ଉପାୟ ନପାଇ ବୈଦ୍ୟନାଥ ପୁର ଥାନା ରେ ଅଭିଯୋଗ କରିଥିଲେ ଓ ତାଙ୍କର ଅଭିଯୋଗ ଗ୍ରହଣ କରି ପୋଲିସ ଉକ୍ତ ପ୍ରତାରକ ଯୁବକ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP