Breaking News

ନବେ ଦଶକ ରେ ଝିଅ ଙ୍କ ହୃଦୟ ରେ ରାଜ କରୁଥିବା ଅଭିନେତା ଆଜି ବାହାଘର ପାର୍ଟିରେ କରୁଛନ୍ତି ଡେନ୍ସ |   (11-Sep-2026)       ||      ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |    (10-Sep-2026)       ||      ସିଏଚ ନୂଆଙ୍ଗା ଓ ଶିକୁଳା ରେ ବିଜେପି ର ସେବା ସଂକଳ୍ପ ଅଭିଯାନ |    (10-Sep-2026)       ||      କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |   (10-Sep-2026)       ||      ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||   (10-Sep-2026)       ||      ପୃଥକ ପୃଥକ ଦୁର୍ଘଟଣା ରେ କୋଦଳା ଠାରେ ଜଣେ ମୃତ, ପାଞ୍ଚ ଗୁରୁତର,    (10-Sep-2026)       ||      ଏକ କୋଟିରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ କୁ ଜବତ କଲା ପୋଲସରା ପୋଲିସ |   (10-Sep-2026)       ||      ଲାଞ୍ଜିଗଡ ରେ ପହଁଚିଲେ ଅଞ୍ଚଳ ବାସୀ, ଲୋଦ ଶିକାକା ଙ୍କ ଜାମିନ ପାଇଁ |    (10-Sep-2026)       ||      ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |    (10-Sep-2026)       ||      ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ, ଉଲ୍ଲାସ ଜନ ସଚେତନତା କାର୍ଯ୍ୟକ୍ରମ ||   (10-Sep-2026)       ||      ଶାରଳା ସଂସ୍କୃତ ମହା ବିଦ୍ୟାଳୟ ର 14 ତମ ପ୍ରତିଷ୍ଠା ଦିବସ ପାଳିତ ||   (10-Sep-2026)       ||      ହାତରେ ଲାଗିବନି ଅଟା, ରୁଟି କରିବାର ସହଜ ପ୍ରଣାଳୀ ||   (10-Sep-2026)       ||      17 ବର୍ଷ ରେ 1700 ରୁ ଅଧିକ ଦଣ୍ଡ ନୃତ୍ୟ ପରିବେଷଣ କରିଛନ୍ତି ଦେବେନ୍ଦ୍ର ନାଏକ ||   (10-Sep-2026)       ||      ଛୁରୀ ଦେଖାଇ ଲୁଟ ଅଭିଯୁକ୍ତ କୁ କୋର୍ଟ ଚାଲାଣ ||   (09-Sep-2026)       ||      ଗଣେଶ ପୂଜା ପାଇଁ ମୂର୍ତ୍ତି ନିର୍ମାଣ ରେ କାରିଗର ବ୍ୟସ୍ତ |    (09-Sep-2026)       ||      ସାମାନ୍ୟ କଥାକୁ ନେଇ ଜଣେ ଯୁବକଙ୍କୁ ମରଣା ନ୍ତାକ ଆକ୍ରମଣ |    (09-Sep-2026)       ||      ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |    (09-Sep-2026)       ||      ବୈଦ୍ୟନାଥ ପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରତାରଣା କରି କୋର୍ଟ ଚାଲାଣ ||   (09-Sep-2026)       ||      ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||   (09-Sep-2026)       ||      ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |   (09-Sep-2026)       ||     

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ 247ଜଣଙ୍କ ପଞ୍ଜିକରଣ ||

10-Sep-2026

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଓଡିଶା ଜନମତ,ବାଲିଗୁଡ଼ା, ୧୦/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ :  ----

ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ସରକାରୀ ଯୋଜନାର ସୁବିଧା ଯୋଗାଇଦେବା ସହ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ବାଲିଗୁଡ଼ାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଅଞ୍ଚଳର ବହୁ ସଂଖ୍ୟକ ଭିନ୍ନକ୍ଷମ ବ୍ୟକ୍ତି ଯୋଗଦେଇ ସରକାରୀ ସୁବିଧା ପାଇଁ ମୋଟ ୨୪୭ ଜଣଙ୍କ ପଞ୍ଜିକରଣ ହୋଇଥିବା ଜଣାପଡ଼ିଛି। ଏହି ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ସହାୟକ ଉପକରଣ ମଧ୍ୟରେ ୧ଟି ଟ୍ରାଇସାଇକେଲ, ୧ଟି କୁନି କ୍ରାଚେ, ୧ଟି ଚକିଆ ଚେୟାର ଓ ୧ଟି ସହାୟକ କ୍ରାଚେ ପ୍ରଦାନ କରାଯାଇଥିଲା। ଏହି ଉପକରଣ ମିଳିବା ଫଳରେ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଚଳପ୍ରଚଳ ଓ ଦୈନନ୍ଦିନ ଜୀବନ ଅଧିକ ସହଜ ହେବ ବୋଲି ଆଶା ପ୍ରକାଶ ପାଇଛି। ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପ-ଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ବ୍ଲକ୍ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ମଲିକ ଉପସ୍ଥିତ ରହି ଶିବିରର କାର୍ଯ୍ୟକ୍ରମ ତଦାରଖ କରିଥିଲେ। ଏଥିସହ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ (ବିଏସ୍ଏସ୍ଓ), ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ (ଏସ୍ଏସ୍ଏସ୍ଓ) ଏବଂ ବାଲିଗୁଡ଼ା ଉପଖଣ୍ଡ ହସ୍ପିଟାଲର ଚିକିତ୍ସା କର୍ମଚାରୀ ମାନେ ଶିବିରରେ ଯୋଗଦେଇଥିଲେ। ଶିବିରରେ ଭିନ୍ନକ୍ଷମ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ପଞ୍ଜିକରଣ ଓ ସେମାନଙ୍କ ଆବଶ୍ୟକତା ଅନୁଧ୍ୟାନ କରାଯାଇଥିଲା। ସରକାରଙ୍କ ଏଭଳି ଜନକଲ୍ୟାଣମୂଳକ ପଦକ୍ଷେପ ଭିନ୍ନକ୍ଷମଙ୍କ ଜୀବନରେ ନୂଆ ଆଶା ସୃଷ୍ଟି କରିବା ସହ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତ ରେ ସାମିଲ କରିବାରେ ସହାୟକ ହେବ ବୋଲି ଉପସ୍ଥିତ ଅଧିକାରୀମାନେ ମତ ପ୍ରକାଶ କରିଥିଲେ।

News Comment

You Might Also Like

BACK TO TOP