Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସପ୍ତମ ଏମ ସି ଏମ ଓରିଏଣ୍ଟ ସନ କାର୍ଯ୍ୟକ୍ରମ ଅନୁଷ୍ଠିତ |

17-Dec-2024

ସପ୍ତମ ଏମ୍. ସି. ଏମ୍. ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ଚଳିତ ମାସ ପାଇଁ ଏମ୍ ସି ଏମ ଅଭିମୁଖୀକରଣ ଉତ୍ସବ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ା ସର୍ବପ୍ରଥମେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଅଧ୍ୟକ୍ଷ ଡକ୍ଟର ପରିଡ଼ା ପ୍ରତିମାସରେ ପ୍ରତିଷ୍ଠାନରେ ନିୟମିତ ଆୟୋଜିତ ହେଉଥିବା ଏମ୍ ସି ଏମ୍ ଓରିଏଣ୍ଟେସନ ଏବଂ ତତ୍ ପରେ କ୍ଲଷ୍ଟର ସ୍ତରରେ ଅନୁଷ୍ଠିତ ବୈଠକର ଆବଶ୍ୟକତା, ପୂର୍ବ ବୈଠକର ଆଲୋଚନା ଆଦି ବହୁବିଧ ଦିଗ ସମ୍ପର୍କରେ ସାରସ୍ୱତ ମତବ୍ୟକ୍ତ କରିଥିଲେ । ଆୟୋଜିତ ଅଭିମୁଖୀକରଣ ବୈଠକରେ ପ୍ରତିଷ୍ଠାନର ପ୍ରଶିକ୍ଷିକା ଶ୍ରୀମତୀ ଜୟନ୍ତୀ ବେହେରା, ଲିପି ଶ୍ରୀ ଦେବୀ, ସରୋଜିନୀ ମିଶ୍ର, ଭାବିଲିତା ନାୟକ, ପ୍ରଜ୍ଞା ପାରମିତା, ବବିତା ସିଂହ, ଡକ୍ଟର ନୀହାରିକା ସାମନ୍ତରାୟ, ପ୍ରଶିକ୍ଷକ ମୁକ୍ତିକାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି କ୍ଲଷ୍ଟର ସ୍ତରୀୟ ବୈଠକ, ବିଦ୍ୟାଳୟ ସ୍ତରୀୟ ପରିଚାଳନା, ଏଫ୍ ଏଲ୍ ଏନ୍, ମାନ ନିର୍ଦ୍ଧାରଣ ଟ୍ରାକର ଆଦି ପ୍ରସଙ୍ଗ ଉପରେ ଗୁରୁତ୍ବପୂର୍ଣ୍ଣ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏହି ବୈଠକରେ ଖଲ୍ଲିକୋଟ, ପୁରୁଷୋତ୍ତମ ପୁର, ଧରାକୋଟ, ବେଗୁନିଆ ପଡ଼ା, ପୋଲସରା, ଆସିକା, ବେଲଗୁଣ୍ଠା, କବିସୂର୍ଯ୍ୟନଗର, ଚିକିଟି, ପାତ୍ରପୁର, ଦିଗପହଣ୍ଡି ଆଦି ଗଂଜାମ ଜିଲ୍ଲାର ସମସ୍ତ ବ୍ଲକର ସି ଆର ସି ସି ଯୋଗଦେଇଥିଲେ ।

News Comment

You Might Also Like

BACK TO TOP