Breaking News

ଅତିରିକ୍ତ ଜିଲ୍ଲପାଳଙ୍କ ମସ୍ଥ୍ୟ ଯିବି ଚିଲିକା ଅଞ୍ଚଳର ବାତ୍ୟା ଆଶ୍ରୟ ସ୍ଥଳ ବୁଲି ଦେଖିଲେ |   (28-Oct-2026)       ||      ଅର୍ଣ୍ଣବ ବାତ୍ୟାକୁ ନେଇ କଲ୍ୟାଣ ସିଂହପୁର ପ୍ରଶାସନ ର ସତର୍କ ଅବଲମ୍ବନ |   (27-Oct-2026)       ||      ହିଞ୍ଜିଳି କାଟୁ ପୌର ପରିଷଦ ର ବାତ୍ୟା ବେଳେ ଡ୍ରେନେଜ ସଫେଇ କୁ ନେଇ ଅସନ୍ତୋଷ |    (27-Oct-2026)       ||      ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||     

ଗାଁ ସାଥୀ ମଜଦୁର ସଙ୍ଘର ସେମି -ସିଲ ଭାବେ ମାସିକ ଦରମା ଦାବୀ |

12-Sep-2026

ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ଦାବୀ ।

ଓଡ଼ିଶା ଜନମତ, ଛତ୍ରପୁର, ତା. ୧୧ / ୯,

କେ.ସତ୍ୟନାରାୟଣ ରେଡ୍ଡୀ

ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ପ୍ରାପ୍ୟ ପ୍ରଦାନ ସାଂଗକୁ ବ୍ଲକ୍ କ୍ୟାଡର୍ ଭୁକ୍ତ କରିବା, ସାମାଜିକ ସୁରକ୍ଷା ପ୍ରଦାନ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । 
 ଗଞ୍ଜାମ ଜିଲ୍ଲାର ସର୍ବମୋଟ ୧୭ ଶହ ସଂଖ୍ୟା ବିଶିଷ୍ଟ ଗାଁ ସାଥୀ (ମେଟ୍) ମଜଦୂର ସଦସ୍ୟ ସଦସ୍ୟା, ମାନେ ଏହି ରାଲିରେ ଯୋଗ ଦେଇ ୨୦୦୮ ମସିହା ରୁ ନିଯୁକ୍ତି ପ୍ରାପ୍ତି ପାଇଥିଲେ ମଧ୍ୟ ସେମାନଙ୍କର ଦୈନିକ ୫ଶହ ଟଙ୍କା ପାରିଶ୍ରମିକ ଦିଆଯିବା ମଧ୍ୟ ବନ୍ଦ କରି ଦିଆଯାଇଛି । ସମସ୍ତ ନିଯୁକ୍ତି ପାଇଥିବା ଗାଁ ସାଥୀ ମେଟ୍ ମଜଦୂର ସଦସ୍ୟ ସଦସ୍ୟା ଙ୍କୁ ମାସିକ ସର୍ବନିମ୍ନ ୧୫ ହଜାର ଟଙ୍କା ଦରମା ପ୍ରାପ୍ୟ ପ୍ରଦାନ କରିବାକୁ ଦାବି ହୋଇଛି ।
ଦାବୀ ପୂରଣ ନ ହେଲେ ଆଗମୀ ଦିନରେ ରାଜ୍ୟବ୍ୟାପି  ଜନଆନ୍ଦୋଳନ ର ଡାକରା ଦେଇ ରାଜଧାନୀ ଭୁବନେଶ୍ୱରରେ ଲଗାତାର ଆନ୍ଦୋଳନରେ ବସିବେ ବୋଲି ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ।
ଗାଁ ସାଥୀ (ମେଟ୍) ମଜଦୂର ସଂଘର ଗଞ୍ଜାମ ଜିଲ୍ଲା ସଭାପତି ରବିନ୍ଦ୍ର ନାଥ ଗୌଡ଼, ଜିଲ୍ଲା ସମ୍ପାଦକ ସୁଧାଂଶୁ ଶେଖର ଶତପଥୀ, ଛତ୍ରପୁର ବ୍ଲକ୍ ଗାଁ ସାଥୀ ସଂଘ ସଂଗଠନ ର ପୂର୍ବତନ ସମ୍ପାଦକ ଏସ୍. ଯୁଦ୍ଧିଷ୍ଟିର ରେଡ୍ଡୀ ଙ୍କ ନେତୃତ୍ୱରେ ବିରାଟ ଶୋଭାଯାତ୍ରାରେ ବାହାରି ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

News Comment

You Might Also Like

BACK TO TOP