Breaking News

ଅତିରିକ୍ତ ଜିଲ୍ଲପାଳଙ୍କ ମସ୍ଥ୍ୟ ଯିବି ଚିଲିକା ଅଞ୍ଚଳର ବାତ୍ୟା ଆଶ୍ରୟ ସ୍ଥଳ ବୁଲି ଦେଖିଲେ |   (28-Oct-2026)       ||      ଅର୍ଣ୍ଣବ ବାତ୍ୟାକୁ ନେଇ କଲ୍ୟାଣ ସିଂହପୁର ପ୍ରଶାସନ ର ସତର୍କ ଅବଲମ୍ବନ |   (27-Oct-2026)       ||      ହିଞ୍ଜିଳି କାଟୁ ପୌର ପରିଷଦ ର ବାତ୍ୟା ବେଳେ ଡ୍ରେନେଜ ସଫେଇ କୁ ନେଇ ଅସନ୍ତୋଷ |    (27-Oct-2026)       ||      ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||     

ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଏ ଏସ ଆଇ |

12-Sep-2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,:---

ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ରେ କର୍ତ୍ତବ୍ୟରତ ପୋଲିସ ଏ ଏସ୍ ଆଇ ସୁଜିତ କୁମାର ପାଣିଗ୍ରାହୀ ଜନୈକ ବ୍ୟକ୍ତିଙ୍କ କୌଣସି କାମରେ  15 ହଜାର ଅର୍ଥ ଦାବି କରିଥିଲେ। କିନ୍ତୁ ଅସହାୟ ବ୍ୟକ୍ତି ଜଣକ ଲାଞ୍ଚ ଟଙ୍କା ଦେବାକୁ ଅସମର୍ଥ ହୋଇ ଦୁର୍ନୀତି ନିବାରଣ ବିଭାଗର ଦ୍ଵାରସ୍ଥ ହୋଇଥିଲେ।ଏ ଏସ୍ ଆଇ ବାବୁଙ୍କ ଦାବି ମୁତାବକ ଅର୍ଥ ବିଭାଗ ପକ୍ଷରୁ ଆଣି ତାଙ୍କୁ ଦେବା ବେଳେ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ଓ କିଛି କର୍ମଚାରୀ ତାଙ୍କୁ କାବୁ କରି ଲାଞ୍ଚ ଟଙ୍କା ଜବତ କରିବା ସହ ଏକ ମାମଲା ରୁଜୁ କରି ଏ ଏସ୍ ଆଇ ପାଣିଗ୍ରାହୀ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ବୋଲି ସୁଚନା ମିଳିଛି।

News Comment

You Might Also Like

BACK TO TOP