Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲିସ ର ଏନକାଉଣ୍ଟର ରେ କୁଖ୍ୟାତ ଅପରାଧୀ ମହମ୍ମଦ ଇରଫାନ ଆହାତ |

13-Sep-2026

କୁଖ୍ୟାତ ଅପରାଧୀ ଇରଫାନ କୁ ପୋଲିସ ର ଏନ କାଉଣ୍ଟର l 

ଓଡିଶା ଜନମତ, ଭୁବନେଶ୍ୱର ଜ୍ୟୋତିରଞ୍ଜନ ପଟ୍ଟନାୟକ....

ସମ୍ବଲପୁର ସଦର ଥାନା ପୋଲିସ କୌଣସି ଏକ ସୂତ୍ରରୁ ଖବର ପାଇ ବାଟରେ ଜଗି ଥିବା ବେଳେ କୁଖ୍ୟାତ ଅପରାଧୀ ସୁନାପାଲିର ମହମ୍ମଦ ଇରଫାନ କୁ ଦେଖିବାକୁ ପାଇଥିଲେ । ତା ସହିତ ଦୁଇ ଜଣ ସହଯୋଗୀ କଳା ରଙ୍ଗର ବଜାଜ ପଲସର ମୋଟର ସାଇକେଲ ଓ ଡି ୧୫ଏ ବି - ୩୬୭୪ ରେ ସଦର ଥାନା ଅନ୍ତର୍ଗତ ସୁଡୁଙ୍ଗା ଜଙ୍ଗଲ ନିକଟ କେନାଲ ରୋଡ୍ ରେ ଯାଉଥିଲେ ।ପୋଲିସ ସେମାନଙ୍କ ଗାଡ଼ି ଅଟକାଇ ୨ ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିଲା ବେଳେ ମୁଖ୍ୟ ଆସାମୀ ମହମ୍ମଦ ଇରଫାନ ସେଠାରୁ ଫେରାର ହୋଇଯାଇଥିଲା । ଫେରାର ହେବା ସମୟରେ ସେ ପୋଲିସ ଟିମ୍ ଉପରକୁ ଗୁଳି ବି ଚଳାଇଥିଲା । ଆତ୍ମରକ୍ଷା ପାଇଁ ପୋଲିସ ନିୟନ୍ତ୍ରିତ ଗୁଳି ଚଳାଇଥିଲା, ଯେଉଁଥିରେ ମହମ୍ମଦ ଇରଫାନର ବାମ ଗୋଡରେ ଗୁଳି ବାଜିଥିଲା । ମହମ୍ମଦ ଇରଫାନ ୩ ରାଉଣ୍ଡ ଗୁଳି ଚଳାଇଥିଲା ବେଳେ ପୋଲିସ ୨ ରାଉଣ୍ଡ ଗୁଳି ଚଳାଇଥିଲେ । ଘଟଣାସ୍ଥଳରୁ ଗୋଟିଏ ପିସ୍ତଲ, ଗୁଳି ଏବଂ ୩ଟି ଖୋକା ଜବତ କରାଯାଇଛି । ଅଭିଯୁକ୍ତମାନେ ବ୍ୟବହାର କରୁଥିବା ମୋଟରସାଇକେଲକୁ ମଧ୍ୟ ଜବତ କରାଯାଇଛି । ଆହତ ଅଭିଯୁକ୍ତ ମହମ୍ମଦ ଇରଫାନକୁ ତୁରନ୍ତ ଚିକିତ୍ସା ପାଇଁ ଭୀମସାର , ବୁର୍ଲାକୁ ସ୍ଥାନାନ୍ତର କରିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ପୋଲିସ କଷ୍ଟଡ଼ିକୁ ନିଆଯାଇଛି l

News Comment

You Might Also Like

BACK TO TOP