Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଆସାମ ନଗାଁଓ ଲୋକସଭା ଉପନିର୍ବାଚନ ବଜେପି ପାର୍ଥୀ ହେବେ ପୂର୍ବତନ ଆଇ ଏ ଏସ ଅଧିକାରୀ |

14-Sep-2026

ନିଜ ପଦବୀ ଛାଡିବାର ଆଠ ଦିନ ପରେ ଟିକଟ ପାଇଲେ  ଆଇ  ଏ ଏସ   ଅଫିସର  | 

ଓଡିଶା ଜନ ମତ ବ୍ୟୁରୋ,

ଆସାମର ନଗାଓଁ ଲୋକସଭା ଆସନ ଉପନିର୍ବାଚନ ପାଇଁ ପୂର୍ବତନ ଆଇଏଏସ୍‌ ଅଧିକାରୀ ଦେବାଶିଷ ଶର୍ମାଙ୍କୁ ପ୍ରାର୍ଥୀ କରିଛି ବିଜେପି। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଶୁକ୍ରବାର ତାଙ୍କ ନାମକୁ ଅନୁମୋଦନ କରିଛି। ନଗାଓଁ ଲୋକସଭା ଆସନ ପାଇଁ ଅକ୍ଟୋବର ୬ରେ ଭୋଟ୍‌ ଗ୍ରହଣ ହେବ ଏବଂ ଅକ୍ଟୋବର ୯ରେ ଭୋଟ୍‌ ଗଣତି ହେବ।
ଶର୍ମା ନଗାଓଁର ଜିଲ୍ଲା କମିସନର ଭାବେ କାର୍ଯ୍ୟ କରୁଥିଲେ। ସେ ସେପ୍ଟେମ୍ବର ୩ରେ ସରକାରୀ ସେବାରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଏହାର ପାଞ୍ଚ ଦିନ ପରେ, ସେପ୍ଟେମ୍ବର ୮ରେ ଗୁଆହାଟୀସ୍ଥିତ ବିଜେପି କାର୍ଯ୍ୟାଳୟରେ ଦଳରେ ଯୋଗ ଦେଇଥିଲେ। ତାଙ୍କ ସହ ସାମ୍ବାଦିକ ଲେନିନ ସୌରଭ ବୋରା ଓ ଗୁଞ୍ଜନ କଲିତା ମଧ୍ୟ ବିଜେପିରେ ଯୋଗ ଦେଇଥିଲେ।ଦଳରେ ଯୋଗଦେବାର ମାତ୍ର ୩ ଦିନ ପରେ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ନଗାଓଁ ଲୋକସଭା ଆସନରୁ ୨୦୨୪ରେ କଂଗ୍ରେସ ଟିକେଟ୍‌ରେ ପ୍ରଦ୍ୟୁତ ବରଦୋଲୋଇ ବିଜୟୀ ହୋଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇ ନିକଟରେ ହୋଇଥିବା ଆସାମ ବିଧାନସଭା ନିର୍ବାଚନରେ ଦିସପୁର ଆସନରୁ ବିଜୟୀ ହୋଇଥିଲେ। ଏହାପରେ ନଗାଓଁ ଲୋକସଭା ଆସନ ଖାଲି ହୋଇଥିଲା |
ଏପଟେ ଶର୍ମା ଜିଲ୍ଲା କମିସନର ଥିବା ସମୟରେ ନିଆଯାଇଥିବା ନିର୍ବାଚନ ସମ୍ପର୍କିତ ନିଷ୍ପତ୍ତି, ନିର୍ଦ୍ଦେଶ ଓ ପଦକ୍ଷେପର ସମୀକ୍ଷା ଦାବି କରି କଂଗ୍ରେସ ସାଂସଦ ରକିବୁଲ ହୁସେନ ସେପ୍ଟେମ୍ବର ୪ରେ ନିର୍ବାଚନ କମିସନଙ୍କ ନିକଟରେ ଅଭିଯୋଗକରିଥିଲେ। ଶର୍ମାଙ୍କ ରାଜନୈତିକ ନିରପେକ୍ଷତା ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଥିଲେ ।

News Comment

You Might Also Like

BACK TO TOP