Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

କିଶୋର ଚନ୍ଦ୍ର ଘାସି ଖଲ୍ଲିକୋଟ ର ନୂତନ ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ||

15-Sep-2026

ଖଲ୍ଲିକୋଟ : କିଶୋର ଚନ୍ଦ୍ର ଘାସି ନୂତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ |

ଓଡିଶା ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ଯରେ ଯୋଗଦାନ କରିଛନ୍ତି । ସେ ହେଉଛନ୍ତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ଘାସି, ପୂର୍ବରୁ ସେ ଏହି ବ୍ଲକରେ ବରିଷ୍ଠ ଶିକ୍ଷକ ତଥା କନକା କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରୂପେ ସଫଳତାର ସହିତ କାର୍ଯ୍ୟ ତୁଲାଇ ଆସିଛନ୍ତି । ଗତ ତା ୧୧/୦୯/୨୦୨୬ ରିଖ, ଶୁକ୍ରବାର ଦିନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସତ୍ଯନାରାୟଣ ଦାସ, ବି ଆର ସି ସି ସୁଷମା ଶବର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ନାୟକ, କାର୍ଯ୍ୟାଳୟର କର୍ମଚାରୀଙ୍କ ଉପସ୍ଥିତିରେ ନୂତନ ଦାୟିତ୍ବ ଗ୍ରହଣ କରିଛନ୍ତି । ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବହୁବିଧ କାର୍ଯ୍ୟ ସହିତ ବିଭିନ୍ନ ସମୟରେ ହେଉଥିବା କାର୍ଯ୍ୟକ୍ରମଗୁଡ଼ିକୁ ସୂଚାରୁ ରୂପେ ସମ୍ପନ୍ନ ହୋଇପାରିବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦାସ ଗଭୀର ଆଶା ବ୍ଯକ୍ତ କରିଛନ୍ତି । ତାହାଙ୍କ ନୂତନ ଦାୟିତ୍ବ ଗ୍ରହଣ ନେଇ ବ୍ଲକର ଶିକ୍ଷକ ଶିକ୍ଷୟିତ୍ରୀ ଖୁସି ବ୍ଯକ୍ତ କରିଛନ୍ତି । ଏନେଇ ବ୍ଲକର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସ୍ଵାଗତ ଅଭିନନ୍ଦନ ଜଣାଇଛନ୍ତି ।

News Comment

You Might Also Like

BACK TO TOP