Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗଣେଶ ମନ୍ଦିର ପ୍ରତିଷ୍ଠା |

16-Sep-2026

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଗଣେଶ ମନ୍ଦିର ପ୍ରତିଷ୍ଠା l
ଓଡିଶା ଜନମତ,ଜଗତସିଂହପୁର
ଜ୍ୟୋତି ରଞ୍ଜନ ପଟ୍ଟନାୟକ....
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ଧରାଧରପୁର ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଗୋପାଳପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଘ୍ନବିନାଶକ ଶ୍ରୀ ଗଣେଶ ଦେବ ଙ୍କ ଏକ ମନ୍ଦିର ପ୍ରତିଷ୍ଠା କରାଯାଇଛି l ଏହି ମନ୍ଦିର ପ୍ରତିଷ୍ଠା ନିମନ୍ତେ ସରକାରୀ ତହବିଲ ରୁ ଗୋଟିଏ ଟଙ୍କା ଖର୍ଚ୍ଚ କରାନଯାଇ ବହୁ ପୂର୍ବତନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ମାନଙ୍କ ଉଦ୍ୟମ ବଳରେ  ଏହା ପ୍ରତିଷ୍ଠା ହୋଇପାରିଛି l ଏହି କାର୍ଯ୍ୟକ୍ରମରେ ରଘୁନାଥପୁର ଏବିଇଓ ଆଶୁତୋଷ ବାନାର୍ଜୀ, ସିଆରସି ସୁକାନ୍ତ କୁମାର ଦ୍ଵିବେଦୀ, ସିଆରସି ଦେବାଶିସ୍ ବେହେରା, ସିଆରସି ଦିଲ୍ଲୀପ କୁମାର ସ୍ଵାଇଁ, ଶିକ୍ଷକ ଅମୂଲ୍ୟ କୁମାର ସ୍ୱାଇଁ, ଶିକ୍ଷକ ଭାସ୍କର ମୁଦୁଲି ଓ ବିଇଓ କାର୍ଯ୍ୟାଳୟ ର କର୍ମଚାରୀମାନେ ଯୋଗଦେଥିଲେ l ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଜୟପ୍ରକାଶ ପଣ୍ଡା, ଶିକ୍ଷୟିତ୍ରୀ ସୁଜାତା ମହାନ୍ତି, ସୁଶ୍ରୀ ସଂଗୀତା ଦାସ,  ଦୀପ୍ତି ମଲ୍ଲିକ, ପୁଷ୍ପାଞ୍ଜଳି ସ୍ୱାଇଁ,  ପ୍ରଭାତୀ ପ୍ରିୟ ବିଶ୍ଵାଳ, ଉପ-ସଭାପତି ସଂଗୀତା ସାହୁ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ସଦସ୍ୟା ମାନେ ସହଯୋଗ କରିଥିଲେ l ବିଦ୍ୟାଳୟ ପରିସରରେ ଏହି ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ବେଶ ହସ ଖୁସିରେ ପାଳନ ହୋଇଥିବାରୁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ସମାଜସେବୀ କେଦାରନାଥ ସାହୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l

News Comment

You Might Also Like

BACK TO TOP