Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବୁଗୁଡ଼ା ର କିଛି ସ୍କୁଲ ରେ ଜଣେ ଲେଖାଏଁ ଶିକ୍ଷକ ରେ ଚାଲିଛି ପିଲାଙ୍କ ପାଠ ପଢା|

17-Dec-2024

ବୁଗୁଡ଼ାର ଗ୍ରାମାଞ୍ଚଳରେ ଜଣେ ଲେଖାଏଁ ଶିକ୍ଷକରେ ଚାଲିଛି ୩ଟି ପ୍ରାଥମିକ ବିଦ୍ୟାଳୟ , ଶିକ୍ଷାଦାନ ବାଧାପ୍ରାପ୍ତ , ପ୍ରତିକାର ଦାବି,

         ଓଡିଶା   ଜନମତ   ବ୍ୟୁରୋ,

ବୁଗୁଡା ୧୭/୧୨(: ସର୍ବଶିକ୍ଷା ଅଭିଯାନରେ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଦେଇ ଗୁଣାତ୍ମକ ପ୍ରାଥମିକ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ସରକାର ଅଜସ୍ର ଅର୍ଥ ବ୍ଯୟ କରୁଥିବା ବେଳେ ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ କେତେକ ବିଦ୍ଯାଳୟରେ ତାହାର ସୁଫଳ ଦେଖିବାକୁ ମିଳୁନାହିଁ । ଆବଶ୍ୟକୀୟ ଶିକ୍ଷାୟତନ ଓ ଶିକ୍ଷାର୍ଥୀ ଥିବା ସ୍ଥଳେ ଶିକ୍ଷକ ଅଭାବ ହେତୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ଏବଂ ସର୍ବଶିକ୍ଷା ଅଭିଯାନ ବାଟବଣା ହୋଇଯାଉଛି । ଦୀର୍ଘକାଳ ହେଲା ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ମୋଟାବାଡି ପଞ୍ଚାୟତର ଠଣାପଲ୍ଲୀ ଗ୍ରାମ ସାଙ୍ଗକୁ ପାଙ୍ଗିଡି ପଞ୍ଚାୟତର ବେଲପଡା ଓ କଞ୍ଚୁରୁ ପାଟଣା ଆଦି ଗ୍ରାମସ୍ଥିତ ପ୍ରାଥମିକ ବିଦ୍ୟାଳୟ ଆଦି ଜଣେ ମାତ୍ର ଶିକ୍ଷକରେ ଚାଲିଥିବାରୁ ସଂପୃକ୍ତ ବିଦ୍ୟାଳୟ ଗୁଡିକର ଅଭିଭାବକମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖା ଦେଇଛି । ଅନ୍ୟପକ୍ଷରେ ନିର୍ବାଚିତ ଜନପ୍ରତିନିଧିମାନେ ନିଜ ଅଞ୍ଚଳର ବିଦ୍ୟାଳୟ ଗୁଡିକରେ ଶିକ୍ଷକ ଅଭାବରୁ ବିପର୍ଯ୍ୟସ୍ତ ହୋଇପଡିଥିବା ଶିକ୍ଷାଦାନରେ ସୁଧାର ଆଣିବା ପାଇଁ ମୁଣ୍ଡ ଖେଳାଉ ନଥିବା ବେଳେ ବ୍ଲକ ଶିକ୍ଷା ପ୍ରଶାସନ ମଧ୍ୟ ପିଲାଙ୍କ ଭବିଷ୍ୟତ କଥା ଚିନ୍ତା କରୁନଥିବାରୁ ସ୍ଥାନୀୟ ଶିକ୍ଷାବିତ୍ ମହଲରେ କ୍ଷୋଭ ପ୍ରକାଶ ପାଇଛି। ଉକ୍ତ ତିନୋଟି ପ୍ରାଥମିକ ବିଦ୍ୟାଳୟ ଜଣେ ଶିକ୍ଷକରେ ଚାଲିଥିବାରୁ ଠିକ୍ ଭାବେ ପାଠପଢା ନହେବା ସାଙ୍ଗକୁ ନାନା ବିଶୃଙ୍ଖଳା ସୃଷ୍ଟି ହେଉଛି ଏବଂ ବେଳେ ବେଳେ ଶିକ୍ଷକ ଜଣକ ମଧ୍ଯ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇ ଦୁଃଖ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି। ଏଣୁ , ଉକ୍ତ ତିନୋଟି ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ କୋମଳମତି ଶିଶୁଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଅନ୍ତତଃ ଆଉ ଜଣେ ଲେଖାଏଁ ଶିକ୍ଷକ ନିଯୁକ୍ତି କରିବା ଦିଗରେ ଯଥାଶୀଘ୍ର ଯଥାବିଧି ପଦକ୍ଷେପ ଗ୍ରହଣ କରିବାକୁ ସାଧାଓଡିଶା ରଣରେ ଦାବି ହେଉଛି।

News Comment

You Might Also Like

BACK TO TOP