Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଗାଁ ସାଥୀ ମଜଦୁର ସଙ୍ଘରମାସିକ ଦରମା ସେମି -ସ୍କିଲ ଭାବେ ଲାଗୁକରିବାକୁ ଦାବୀ |

17-Sep-2026

ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ଦାବୀ |

 ଓଡିଶା ଜନ ମତ, ହିଞ୍ଜିଳି, କୃଷ୍ଣ ଚନ୍ଦ୍ର ସାମନ୍ତରା | 

ଛତ୍ରପୁର, ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ପ୍ରାପ୍ୟ ପ୍ରଦାନ ସାଂଗକୁ ବ୍ଲକ୍ କ୍ୟାଡର୍ ଭୁକ୍ତ କରିବା, ସାମାଜିକ ସୁରକ୍ଷା ପ୍ରଦାନ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । 
 ଗଞ୍ଜାମ ଜିଲ୍ଲାର ସର୍ବମୋଟ ୧୭ ଶହ ସଂଖ୍ୟା ବିଶିଷ୍ଟ ଗାଁ ସାଥୀ (ମେଟ୍) ମଜଦୂର ସଦସ୍ୟ ସଦସ୍ୟା, ମାନେ ଏହି ରାଲିରେ ଯୋଗ ଦେଇ ୨୦୦୮ ମସିହା ରୁ ନିଯୁକ୍ତି ପ୍ରାପ୍ତି ପାଇଥିଲେ ମଧ୍ୟ ସେମାନଙ୍କର ଦୈନିକ ୫ଶହ ଟଙ୍କା ପାରିଶ୍ରମିକ ଦିଆଯିବା ମଧ୍ୟ ବନ୍ଦ କରି ଦିଆଯାଇଛି । ସମସ୍ତ ନିଯୁକ୍ତି ପାଇଥିବା ଗାଁ ସାଥୀ ମେଟ୍ ମଜଦୂର ସଦସ୍ୟ ସଦସ୍ୟା ଙ୍କୁ ମାସିକ ସର୍ବନିମ୍ନ ୧୫ ହଜାର ଟଙ୍କା ଦରମା ପ୍ରାପ୍ୟ ପ୍ରଦାନ କରିବାକୁ ଦାବି ହୋଇଛି ।
ଦାବୀ ପୂରଣ ନ ହେଲେ ଆଗମୀ ଦିନରେ ରାଜ୍ୟବ୍ୟାପି  ଜନଆନ୍ଦୋଳନ ର ଡାକରା ଦେଇ ରାଜଧାନୀ ଭୁବନେଶ୍ୱରରେ ଲଗାତାର ଆନ୍ଦୋଳନରେ ବସିବେ ବୋଲି ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ।
ଗାଁ ସାଥୀ (ମେଟ୍) ମଜଦୂର ସଂଘର ଗଞ୍ଜାମ ଜିଲ୍ଲା ସଭାପତି ରବିନ୍ଦ୍ର ନାଥ ଗୌଡ଼, ଜିଲ୍ଲା ସମ୍ପାଦକ ସୁଧାଂଶୁ ଶେଖର ଶତପଥୀ, ଛତ୍ରପୁର ବ୍ଲକ୍ ଗାଁ ସାଥୀ ସଂଘ ସଂଗଠନ ର ପୂର୍ବତନ ସମ୍ପାଦକ ଏସ୍. ଯୁଦ୍ଧିଷ୍ଟିର ରେଡ୍ଡୀ ଙ୍କ ନେତୃତ୍ୱରେ ବିରାଟ ଶୋଭାଯାତ୍ରାରେ ବାହାରି ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ | 

News Comment

You Might Also Like

BACK TO TOP