Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଜେନା ବୁଦାରୁ ତମ୍ବା ତାର ଚୋରି ଅଭିଯୋଗ ରେ ତିନି ଜଣ ଗିରଫ |

18-Sep-2026

କେନାବୁଦାରୁ ତମ୍ବା ତାର ଚୋରି ଘଟଣା : ୩ ଅଭିଯୁକ୍ତ ଗିରଫ |

ଓଡ଼ିଶା ଜନମତ ବରଗଡ଼ - ମନୋହର ଦାଶ ;;----
ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ କେନାବୁଦା ଗ୍ରାମରେ ଚାଷ ଜମିରୁ ତମ୍ବା ତାର ଚୋରି ଅଭିଯୋଗରେ ପୁଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏନେଇ ପାଇକମାଲ ଥାନାରେ କେସ୍‌ ନଂ ୨୪୪/୨୦୨୬ରେ ବିଏନ୍‌ଏସ୍‌ର ଧାରା ୩୦୩(୨)/୧୧୨(୨)/୩(୫) ଅନୁଯାୟୀ ମାମଲା ରୁଜୁ ହୋଇଛି । ପୁଲିସ ସୂଚନା ଅନୁସାରେ, କେନାବୁଦା ଗ୍ରାମର ଇନ୍ଦ୍ରଜିତ ସାହୁ (୧୮) ଗତ ୧୭ ତାରିଖ ସନ୍ଧ୍ୟା ପ୍ରାୟ ୫ଟା ୧୦ ମିନିଟ୍‌ରେ ପାଇକମାଲ ଥାନାରେ ଅଭିଯୋଗ କରିଥିଲେ ଯେ, ଦୁଇଜଣ ବ୍ୟକ୍ତି ତାଙ୍କ ଚାଷ ଜମିରୁ ତମ୍ବା ତାର ଚୋରି କରିଛନ୍ତି । ଘଟଣାର ତଦନ୍ତ ବେଳେ ପାଇକମାଲ ପୁଲିସ ଅଭିଯୁକ୍ତ ପ୍ରମୋଦ ସାହୁ ଓ ବିବେକ ରାଣାଙ୍କ ନିକଟରୁ ଚୋରି ହୋଇଥିବା ତମ୍ବା ତାର, ଗୋଟିଏ ପ୍ଲାସ୍‌ ଏବଂ ଏହି ଘଟଣାରେ ବ୍ୟବହୃତ ଓଡି-୧୭-ଜେ-୯୦୪୬ ନମ୍ବର ବିଶିଷ୍ଟ ଏକ ମୋଟର ସାଇକେଲ ଜବତ କରିଥିଲା । ଅଧିକ ପଚରାଉଚରା ସମୟରେ ପୁଲିସ ଏହି ମାମଲାରେ ଚୋରି ତମ୍ବା ତାର ଗ୍ରହଣ କରିଥିବା ଅଭିଯୋଗରେ ରଞ୍ଜନ କୁମାର ଗୁପ୍ତାଙ୍କ ନିକଟରୁ ପୋଡ଼ା ତମ୍ବା ତାର ମଧ୍ୟ ଜବତ କରିଥିଲା । ଗିରଫ ଅଭିଯୁକ୍ତମାନେ ହେଲେ କୋକନରା ଗ୍ରାମର ରାମ ରାଣାଙ୍କ ପୁଅ ବିବେକ ରାଣା (୩୦), କର୍ଲାମାଲ ଗ୍ରାମର ରୋହିତରାମ ସାହୁଙ୍କ ପୁଅ ପ୍ରମୋଦ ସାହୁ (୨୪) ଏବଂ ବିହାର ବୈଶାଳୀ ଜିଲ୍ଲା ହାଜିପୁର ଥାନା ଅଞ୍ଚଳର ସ୍ୱର୍ଗତ ଅନିରୁଦ୍ଧ ଗୁପ୍ତାଙ୍କ ପୁଅ ରଞ୍ଜନ କୁମାର ଗୁପ୍ତା (୩୪), ଯିଏ ବର୍ତ୍ତମାନ ପାଇକମାଲ ଥାନା ଅନ୍ତର୍ଗତ କଲୋନୀ ପଡ଼ାରେ ରହୁଥିବା ଜଣାପଡିଛି । ପାଇକମାଲ ପୁଲିସ ସମସ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି ଅଦାଲତକୁ ପଠାଇଛି ବୋଲି ଥାନାଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ କହିଛନ୍ତି ।

News Comment

You Might Also Like

BACK TO TOP