Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପ୍ରାଦେଶିକ ଜ୍ଞାନ ବିଜ୍ଞାନ ମେଳା ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଦ୍ୱାରା ଆୟୋଜିତ

20-Sep-2026

ଭାରତୀୟ ଶିକ୍ଷାବିକାଶ ସଂସ୍ଥାନ ଦ୍ୱାରା ଆୟୋଜିତ ପ୍ରାଦେଶିକ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ।

ଓଡିଶା ଜନ ମତ, ହିଞ୍ଜିଳି, କୃଷ୍ଣ ଚନ୍ଦ୍ର ସାମନ୍ତରା:---
ବ୍ରହ୍ମପୁର -ସ୍ଥାନୀୟ ବାସୁଦେବନଗରସ୍ଥିତ ମା ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଭାରତୀୟ ଶିକ୍ଷାବିକାଶ ସଂସ୍ଥାନ ର ୨୬ତମ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବ ରେ ବିଦ୍ୟାଳୟ ର ପ୍ରତିଷ୍ଠାତା ଶ୍ରୀମହନ୍ତ କମଳାକାନ୍ତ ଦାସ ମହାରାଜ, ସ୍ଥାୟୀ ସଭାପତି ତଥା ବ୍ରହ୍ମପୁର ର ପୂର୍ବତନ ବିଧାୟକ ଡ଼ଃ ରମେଶଚନ୍ଦ୍ର ଚ୍ୟାୟୁପଟ୍ଟନାୟକ, ସଂସ୍ଥାନ ର ସାଧାରଣ ସମ୍ପାଦକ ରଞ୍ଜନ କୁମାର ସାହୁ, କାର୍ଯ୍ୟାଳୟ ସମ୍ପାଦକ ପ୍ରକାଶ ଚନ୍ଦ୍ର ବିଶୋଇ, ପରୀକ୍ଷା ପ୍ରମୁଖ ଉଷାରାଣୀ ତ୍ରିପାଠୀ, ପ୍ରଧାନଆଚାର୍ଯ୍ୟା ସୁକାନ୍ତି ଶତପଥି ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଆଚାର୍ଯ୍ୟ ଅମୀୟ କୁମାର ରଥ ଅତିଥି ପରିଚୟ, ସମ୍ପାଦିକା ମହୋଦୟା ବିବରଣୀ ପଠନ, କରିଥିବା ବେଳେ ମୃତ୍ୟୁଞ୍ଜୟ ବିଷୋଇ ସଭା କାର୍ଯ୍ୟ ପରିଚାଳନା କରିଥିଲେ। ଏହି ପ୍ରତିଯୋଗିତାରେ ୨୦ଟି ବିଦ୍ୟାଳୟ ରୁ ୧୦୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି କୁନି ବୈଜ୍ଞାନିକ ମାନଙ୍କର ପ୍ରକଳ୍ପ ଗୁଡିକୁ  ବରିଷ୍ଠ ବିଜ୍ଞାନ ଶିକ୍ଷକ ଜୟସେନ ପ୍ରଧାନ, ଭଗବାନ ବିଶ୍ୱାଳ, ସୁନିତା ପଟ୍ଟନାୟକ, ରିତାରାଣୀ ବେହେରା, ତନୁଜା ପଟ୍ଟନାୟକ, ପି, ଶ୍ୟାମଳା ଦେବୀ, ସିଏଚ ସୁରେନ୍ଦ୍ର ପାତ୍ର, କାମରାଜୂ ପାତ୍ର, ବାଙ୍କନିଧି ପ୍ରଧାନ, ପ୍ରେମଲତା ପଟ୍ଟନାୟକ ନିରୀକ୍ଷଣ କରିଥିଲେ। କୃତିପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସତ୍ୟନାରାୟଣ ଦାସ, ସାଇ ନାରାୟଣ ସାହୁ, ସତ୍ୟବାଦୀ ସାହୁ, ଶିବ ସାହୁ, ଗୀତାଞ୍ଜଳି ପଣ୍ଡା, ତୁଳସୀ ପଟ୍ଟନାୟକ, ରଂଜିତ ଖାଡ଼ଙ୍ଗା, ରାଜେନ୍ଦ୍ର ପଟ୍ଟନାୟକ, ରମେଶ ପ୍ରଧାନ, ଅଶ୍ୱିନୀ କୁମାର ଦାସ ଶିଶୁ ସେବକ ପ୍ରବୋଧ ପାତ୍ର, ସେବିକା ବିଜୟ ଲଷ୍ମୀ ପଣ୍ଡା ପ୍ରମୁଖ ପୂର୍ଣ୍ଣ ସହଯୋଗ କରିଥିଲେ। 

News Comment

You Might Also Like

BACK TO TOP