Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବାଲିଗୁଡାବ୍ଳକ ଓ ସମସ୍ତ ପଞ୍ଚାୟତ ରେଆନନ୍ଦ ଉଲ୍ଲାସ ରେ ସରିଲା ଖୁଦୁରୁକୁଣୀ ଓଷା |

22-Sep-2026

ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

ଓଡିଶା ଜନମତ, ବାଲିଗୁଡ଼ା, ତା, ୨୧/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ:-----

 କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଭକ୍ତି, ଶ୍ରଦ୍ଧା ଓ ଆନନ୍ଦ ଉଲ୍ଲାସର ପରିବେଶ ମଧ୍ୟରେ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ ହୋଇଛି। ପ୍ରତ୍ୟେକ ରବିବାର ଦିନ ଆୟୋଜିତ ହେଉଥିବା ଏହି ଓଷା ଚାରି ପାଳି ପୂଜା କରିବା ପରେ ଉଦଯାପିତ କରିଥିଲେ l ଏହି ଅବସରରେ ଓଷାଧାରୀ ମହିଳା ଓ ଯୁବତୀ ମାନେ ପାରମ୍ପରିକ ରୀତିନୀତି ଅନୁସାରେ ମା’ ଖୁଦୁରୁକୁଣୀଙ୍କ ପୂଜାର୍ଚ୍ଚନା କରିଥିଲେ। ସକାଳୁ ପୂଜା ମଣ୍ଡପରେ ଭକ୍ତଙ୍କ ସମାଗମ ଲାଗି ରହିଥିବା ବେଳେ ମା’ଙ୍କ ନିକଟରେ ବିଭିନ୍ନ ପ୍ରକାର ଫଳମୂଳ ଓ ପୂଜା ସାମଗ୍ରୀ ଅର୍ପଣ କରାଯାଇଥିଲା। ସନ୍ଧ୍ୟାରେ ପାରମ୍ପରିକ ପୂଜାବିଧି ସମ୍ପନ୍ନ ପରେ ମା’ଙ୍କୁ ବିସର୍ଜନ କରାଯାଇଥିଲା। ଢୋଲ, ମହୁରୀ ଓ ବାଦ୍ୟଯନ୍ତ୍ରର ତାଳେ ଶୋଭାଯାତ୍ରା ବାହାରିବା ସହ ଭକ୍ତମାନେ ନାଚଗୀତରେ ମସଗୁଲ ହୋଇଥିଲେ। ପରସ୍ପର ମଧ୍ୟରେ ଭାଇଚାରା ଓ ସାମାଜିକ ସଦ୍‌ଭାବର ବାର୍ତ୍ତା ଦେଇ ଉତ୍ସବର ସମାପନ ହୋଇଥିଲା। ସମଗ୍ର ଅଞ୍ଚଳରେ ଦିନତମାମ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।

News Comment

You Might Also Like

BACK TO TOP