Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ତାଳସର ପଞ୍ଚାୟତ ଖିଡ଼ିଙ୍ଗି ଗ୍ରାମର ଆଶିଷ ଦାଦନ ଖଟିବାକୁ ଯାଇ ମୃତ୍ୟୁ |

22-Sep-2026

କେରଳ ଠାରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ l

ଓଡିଶା ଜନମତ, ବେଗୁନିଆପଡା ::22/09/26 :

ଭଞ୍ଜ କିଶୋର ମହାରଣା l

ଓଡିଶାରେ କାମର ଅଭାବ ଏବଂ ଦରିଦ୍ର୍ୟ ଯୋଗୁଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଥିବା ଶ୍ରମିକ ମାନଙ୍କର ବିଭିନ୍ନ ରାଜ୍ୟରେ ଅସମୟରେ ମୃତ୍ୟ ଘଟିବା ଏକ ଗମ୍ଭୀର ସମସ୍ୟା ହୋଇରହିଛି l ସଂପ୍ରତି ବେଗୁନିଆପଡା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତର ଖିଡିଙ୍ଗି ଗ୍ରାମର ଅଭିମନ୍ୟୁ ପ୍ରଧାନଙ୍କ ଏଜମାତ୍ର ରୋଜଗାରିଆ ପୁଅ ଆଶିଷ ପ୍ରଧାନଙ୍କ (25) ସୁଦୂର କେରଳରେ ମୃତ୍ୟୁ ଘଟିବା ପରିବାର ତଥା ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି l ପ୍ରାପ୍ତ ସୂଚନାରୁ ପ୍ରକାଶ ମୃତ ଆଶିଷ ଗତ ରବିବାର ସନ୍ଧ୍ୟାରେ କେରଳର କର୍ନୁର ଜିଲ୍ଲାର କର୍ନୁର ଟାଉନ ଥାନା ଅନ୍ତର୍ଗତ ପାରାଖଣ୍ଡି ଗ୍ରାମକୁ ସାଙ୍ଗମାନଙ୍କ ସହ ଗଣେଶ ଭସାଣିରେ ଯୋଗଦେଇ ବିସର୍ଜନ ପାଇଁ ଏକ ପୋଖରୀକୁ ଯାଇଥିଲେ l ପୋଖରୀ ଗଭୀର ଥିବାରୁ ରାତ୍ର ପ୍ରାୟ 9 ବେଳେ ଦୁର୍ଭାଗ୍ୟବଶତଃ ସେଠାରେ ସେ ବୁଡ଼ିଯାଇଥଲେ l ବିସର୍ଜନ ପରେ ସାଙ୍ଗମାନେ ତାକୁ ନପାଇ ଖୋଜାଖୋଜି କରି ପୋଲିସରେ ଖବର ଦେଇଥିଲେ l ଦମକଳବାହିନୀ ଓ ପୋଲିସ ସାହାଯ୍ୟରେ ମୃତ ଦେହ ଉଦ୍ଧାର କରାଯାଇ ଶବ ବ୍ୟବଚ୍ଛେଦ କରାଯାଇଛି l ଏପଟେ ଦୁଃଖରେ ଭାଂଗିପଡି ବୃଦ୍ଧ ପିତାମାତା ପୁଅର ମୃତଦେହ ଅପେକ୍ଷାରେ ଚାହିଁବସିଛନ୍ତି l

News Comment

You Might Also Like

BACK TO TOP