Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ମଥୁରା ରେ ସେବାସେତୁ ଅଭିଯାନ 2026 ଅନୁଷ୍ଠିତ |

22-Sep-2026

ମଥୁରା ରେ ସେବା ସେତୁ ଅଭିଯାନ ୨୦୨୬ ଅନୁଷ୍ଠିତ।

ଓଡ଼ିଶା ଜନମତ,ପୋଲସରା, 

ସନ୍ତୋଷ କୁମାର ପଣ୍ଡା, ୨୨. ୯. ୨୬:----

 ପୋଲସରା ବ୍ଲକ ମଥୁରା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳ ବାର ସେବା ସେତୁ ଅଭିଯାନ ୨୦୨୬ କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ର ଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ବିଡ଼ିଓ  ସୋନମ ବେହେରା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ  ହୋଇଯାଇଛି।
ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନାଗରିକମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ଓ ସୁବିଧା ଗୋଟିଏ ସ୍ଥାନରେ ଉପଲବ୍ଧ କରାଇବା। ଏହାଦ୍ୱାରା ହିତାଧିକାରୀମାନଙ୍କୁ ବାରମ୍ବାର ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ। ଏଥିସହ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ଯୋଜନା ସହ ସଂଯୋଜିତ କରିବା, ଆବେଦନ ପ୍ରକ୍ରିୟାରେ ସହଯୋଗ କରିବା ଏବଂ ଆବଶ୍ୟକୀୟ ସହାୟତା ଯୋଗାଇଦେବା ପାଇଁ ବ୍ୟବସ୍ଥା କରାଯାଇଥିଲା।
ଏହି ଅବସରରେ  ଯୋଗ୍ୟ ହିତାଧିକାରୀମାନଙ୍କୁ ରାସନ କାର୍ଡ ଓ ଭତ୍ତା ବଣ୍ଟନ କରାଯିବା ସହ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ କରାଯାଇଥିଲା।  ଉକ୍ତ କାର୍ଯ୍ୟକ୍ରମ ରେ ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହିତ୍ରିକ କୁମାର ପାତ୍ର,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଗୋପାଳ କୃଷ୍ଣ ପଣ୍ଡା ସମେତ ସ୍ଥାନୀୟ ସରପଞ୍ଚ ଓ ବିଭିନ୍ନ ବିଭାଗ ର ଅଧିକାରୀ ସହ ଏମ୍ବିକେ, ସି ଆର ପି ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP