Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କଳିଙ୍ଗା ଘାଟିରେ ଦୁଇଦିନିଆ ଯାତାୟାତ ବନ୍ଦ, ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ନେଇ ପ୍ରଶାସନ ର ସତର୍କତା ||

22-Sep-2026

ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ପ୍ରଶାସନର ସତର୍କତା : କଳିଙ୍ଗା ଘାଟିରେ ଦୁଇ ଦିନ ଯାତାୟାତ ବନ୍ଦ

ଓଡିଶା ଜନମତ,ବାଲିଗୁଡ଼ା, ତା, ୨୨/୦୯,,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ କଳିଙ୍ଗା ଘାଟିରେ ଦୁଇଦିନ ପାଇଁ ଯାତାୟାତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ୨୩ ଓ ୨୪ ତାରିଖ ଦୁଇଦିନ କଳିଙ୍ଗା ଘାଟି ଦେଇ ଯାନବାହନ ଓ ଯାତ୍ରୀଙ୍କ ଯାତାୟାତ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣଙ୍କ ସୂଚନା ଅନୁଯାୟୀ, ଆସନ୍ତା ୨୩ ଓ ୨୪ ତାରିଖରେ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ରହିଛି। ପ୍ରବଳ ବର୍ଷା ହେଲେ କଳିଙ୍ଗା ଘାଟିର ବିଭିନ୍ନ ସ୍ଥାନରେ ପାହାଡ଼ ଉପରୁ ମାଟି ଅତଡ଼ା ଓ ବଡ଼ ବଡ଼ ପଥର ଖସିବାର ଆଶଙ୍କା ରହିଛି। ଏହା ଫଳରେ ଘାଟି ରାସ୍ତାରେ ଯାତାୟାତ ବିପଜ୍ଜନକ ହୋଇପାରେ। ବିଶେଷକରି ଭୂସ୍ଖଳନ ପ୍ରବଣ ସ୍ଥାନ ଗୁଡ଼ିକରେ ପ୍ରବଳ ବର୍ଷା ସମୟରେ ମାଟି ଅତଡ଼ା ଓ ପଥର ଖସିବାର ସମ୍ଭାବନା ଅଧିକ ଥିବାରୁ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପ୍ରଶାସନ ଏହି ପଦକ୍ଷେପ ନେଇଛି। ତେଣୁ ୨୩ ଓ ୨୪ ତାରିଖରେ କଳିଙ୍ଗା ଘାଟି ଦେଇ ଯାତାୟାତ ନକରିବାକୁ ସମସ୍ତ ଯାତ୍ରୀ ଓ ଗାଡ଼ି ଚାଳକଙ୍କୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଅତ୍ୟାବଶ୍ୟକ ନଥିଲେ ଏହି ସମୟରେ ଯାତ୍ରା ଏଡ଼ାଇବା ସହ ପାଣିପାଗ ସୂଚନା ଓ ପ୍ରଶାସନର ନିର୍ଦ୍ଦେଶ ପ୍ରତି ସଚେତନ ରହିବା କୁ କୁହାଯାଇଛି।

News Comment

You Might Also Like

BACK TO TOP