Breaking News

ମୋବାଇଲ ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ |    (11-May-2026)       ||      ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||     

ଟାଙ୍ଗଣା ପଲ୍ଲୀ ସରକାରୀ ନୋଡାଲ ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉଦ ଘାଟନ |

18-Dec-2024

ଟାଙ୍ଗଣା ପଲ୍ଲୀ ହାଇସ୍କୁଲରେ  ଉଦଘାଟନ ହେଲା   ବାର୍ଷିକ କ୍ରୀଡା  ଉତ୍ସବ |

             ଓଡିଶ ଜନମତ   ବ୍ୟୁରୋ,

ଛତ୍ରପୁର, 18-12
ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେ ଶ୍ବର ନୋଡାଲ ବିଦ୍ଯାପୀଠର ବାଷିର୍କ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀ ଅଧ୍ୟକ୍ଷତାରେ ଉଦ୍ଘାଟିତ ହୋଇଯାଇଛି।ଏହି ଉତ୍ସବରେ ବିଦ୍ୟାଳୟର ପ୍ରାକ୍ତନ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ସେବାନିବୃତ୍ତ ପ୍ରଧାନଶିକ୍ଷକ କାମରାଜୁ ମହାରଣା ମୁଖ୍ଯ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ସହ ଉତ୍ସବ ଉଦ୍ଘାଟନ କରିଥିଲେ।ଶାରିରୀକ ଓ ମାନସିକ ସୁସ୍ଥତା ପାଇଁ ଖେଳ କସରତ ଉପରେ ଧ୍ୟାନ ଦେବା ପାଇଁ ଏବଂ ନିଜ ଶରୀରକୁ ସୁସ୍ଥ ରଖିଲେ ଅନ୍ଯର ସେବା କରିହେବ ବୋଲି ସେ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ରୂପେ ଟାଙ୍ଗଣା ପଲ୍ଲୀ ସରପଞ୍ଚ ବି.ସୁଦାମ ଯୋଗଦେଇ ବିଦ୍ୟାଳୟରେ ତାଙ୍କର ଛାତ୍ର ଅବସ୍ଥାର ସ୍ମୃତି ଚାରଣ କରି ବିଦ୍ଯାର୍ଥୀ ମାନେ ଖେଳ କସରତରେ ମନୋନିଯୋଗ କରିବା ପାଇଁ ପରାମର୍ଶଦେଇଥିଲେ।ଗଂଜାମ ଜିଲ୍ଲା ଶାରିରୀକ ଶିକ୍ଷା ପରିଦର୍ଶକ ଭାଗରଥି ସ୍ବାଇଁ ମୁଖ୍ଯ ବକ୍ତା ରୂପେ ଯୋଗଦେଇ ନିର୍ଦ୍ଦିଷ୍ଟ ଲକ୍ଷ୍ଯ ଓ ଇଛାଶକ୍ତି ଦ୍ବାରା ଜଣେ ନିଜର ପାରଦର୍ଶିତା ପ୍ରମାଣ କରିପାରେ ବୋଲି ପ୍ରକାଶ କରିଥିଲେ। ସମିତି ସଭ୍ଯ ପ୍ରତିନିଧି ଅମରେଶ୍ବର ସାହୁ ମଧ୍ଯ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଥିଲେ।ଖେଳ ଶିକ୍ଷକ ନନ୍ଦିନୀ ସେଠୀ ପ୍ରାରମ୍ଭିକ ସୂଚନା ଏବଂ ଏନ.ସି.ସି.ର ଫାଷ୍ଟ ଅଫିସର ସୁଧାକର ବଳୀ ଅତିଥି ପରିଚୟ ପ୍ରଦାନ କରିଥିଲେ।ବରିଷ୍ଠ ଶିକ୍ଷକ ଅଭିରାମ ସାହୁ,ବିଷ୍ଣୁ ପ୍ରିୟା ପାଢୀ,ସ୍ନେହାଶୀଷ ମହାନ୍ତି,ଯୁଧିଷ୍ଠିର ବେହେରା,ଯମୁନା ରେଡ୍ଡି, ଭାଗିରଥି ମିଶ୍ର, ଉଷାରାଣୀ ମିଶ୍ର, ପର୍ଶୁରାମ ପାତ୍ର ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।ଛାତ୍ରୀ ମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।

News Comment

You Might Also Like

BACK TO TOP