Breaking News

ମୋବାଇଲ ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ |    (11-May-2026)       ||      ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||     

ବାଇକ ଦୁର୍ଘଟଣା ରେ ଯୁବକ ଗୁରୁତର |

18-Dec-2024

      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର,

                ଓଡିଶା   ଜନମତ   ବ୍ୟୁରୋ,

ବୁଗୁଡା : ତା ୧୮/୧୨/୨୪ : ବୁଗୁଡା-ବାଲିପଦର ରାସ୍ତାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାଯାଇଛି। ଗୁରୁତର ଯୁବକ ଜଣକ ହେଲେ ପୋଲସରା ଥାନା ଅନ୍ତର୍ଗତ ବିରିପୁର ଗ୍ରାମର ପ୍ରବୀଣ ଡାକୁଆ (୨୬) ଏବଂ ଆହତ ଜଣକ ଭାବରଡା ଗାଁର ନାରାୟଣ ଡାକୁଆ । ପ୍ରକାଶ ଯେ , ପ୍ରବୀଣ ଓ ତା`ର ମାଉସୀ ପୁଅ ଭାଇ ନାରାୟଣ ଉଭୟେ କୌଣସି କାମରେ ବାଲିପଦର ଗ୍ରାମକୁ ଯାଇ ସେଠାରୁ ବାଇକରେ ଫେରୁଥିବା ବେଳେ ଏକଡାଳ ଗାଁ ନିକଟରେ ଖରିଡା ଗ୍ରାମରୁ ଚାଉଳ ବସ୍ତାଟିଏ ବୋଝେଇ କରି ଆସୁଥିବା ଏକ ଏକ୍ସିଲ୍ ଗାଡି ତାଙ୍କର ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଏକ୍ସିଲ୍ ଚାଳକ ସାମାନ୍ଯ ଆହତ ହୋଇଥିବା ବେଳେ ନାରାୟଣଙ୍କ ଦୁଇ ଆଣ୍ଠୁରେ ଆଘାତ ଲାଗିଥିଲା ଏବଂ ବାଇକ୍ ଚାଳକ ପ୍ରବୀଣଙ୍କ ଡାହାଣ ଗୋଡଟି ଭାଙ୍ଗିଯିବା ସହ ମୁଣ୍ଡରେ ଆଘାତ ଲାଗିଥିଲା । ଆହାତ ଦୁଇ ଭାଇଙ୍କୁ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ବୁଗୁଡା ମେଡିକାଲକୁ ଅଣାଯାଇଥିଲା । ସେଠାରେ ଉଭୟଙ୍କ ପ୍ରାଥମିକ ଚିକିତ୍ସା ପରେ ପ୍ରବୀଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।

News Comment

You Might Also Like

BACK TO TOP