Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଜିଲ୍ଲା କଂଗ୍ରେସ ର ପରିବର୍ଦ୍ଧିତ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |

24-Sep-2026

ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ l
ଓଡିଶା ଜନମତ, ଭୁବନେଶ୍ୱର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ....
ସମଗ୍ର ଦେଶରେ ଯୁବକ, ଯୁବତିଙ୍କ ବେକାରୀ ସଂଖ୍ୟା ବୃଦ୍ଧି ପାଇଚାଲିଛି ଓ ଶିକ୍ଷିତ ଛାତ୍ର, ଛାତ୍ରୀଙ୍କ ଭବିଷ୍ୟତ ସହ ବିଜେପି ସରକାର ଖେଳ ଖେଳୁଛନ୍ତି।ଦିନକୁ ଦିନ ଦରଦାମ ହୁହୁ ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣ କରିବାରେ ଏ ସରକାର ବିଫଳ ହେଉଛି । ତେଣୁ ଆଗାମୀ ପୌରପରିଷଦ ଓ ପଞ୍ଚାୟତ ନିର୍ବାଚନରେ କଂଗ୍ରେସ କ୍ଷମତା ଫେରିବା ଆବଶ୍ୟକତା ରହିଛି।ତେଣୁ ତୃଣମୂଳସ୍ତରରେ ଦଳକୁ ମଜୁବୁତ କରିବା ପାଇଁ ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ। ସ୍ଥାନୀୟ ଜୟୀରାଜପୁର ଭବନ ପରିସରରେ ଜିଲ୍ଲା କଂଗ୍ରେସ
ପରିବର୍ତ୍ତିତ କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟ ଅତିଥ୍ ଭାବେ ଯୋଗଦେଇ ଅଖିଳ ଭାରତୀୟ କଂଗ୍ରେସ କମିଟି ସଚ୍ଚିବ ତଥା ଓଡ଼ିଶା ସହ ପ୍ରଭାରୀ ଜେଟି କୁସୁମ୍ କୁମାର ଦଳୀୟ କର୍ମୀ ଏବଂ ନେତାଙ୍କୁ ଗୁରୁ ମନ୍ତ୍ର ପ୍ରଦାନ କରିଥିଲେ । ସେହିପରି ଜୋନ ସ୍ତରଠାରୁ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ନେତା ଓ କର୍ମୀମାନେ
ସଂଗଠନ କ୍ଷେତ୍ରରେ କ’ଣ କାମ କରୁଛନ୍ତି ତାହା ଆଗାମୀ ଦିନରେ ନିଜେ ଜୋନ ଓ ପଞ୍ଚାୟତସ୍ତରରେ
କର୍ମୀ କାର୍ଯ୍ୟ ପ୍ରଣାଳୀ ସମ୍ପକରେ ସମୀକ୍ଷା କରିବାକୁ ପ୍ରକାଶ କରିଥିଲେ । ସେହିପରି ଦଳରେ ରହି ବିଶୃଙ୍ଖଳା ସୃଷ୍ଟି କରୁଥିବା ନେତା ଓ କର୍ମୀମାନ ଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ  ହେବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ । ଦଳ ଯାହାକୁ ଟିକେଟ ପ୍ରଦାନ କରିବ ତାଙ୍କୁ ବିନାସତ୍ତ୍ଵରେ ସମସ୍ତ କର୍ମୀ ସହଯୋଗ କରିବାକୁ ପରାମର୍ଶ ଵି ଦେଇଥିଲେ । ସେହିପରି
ଜିଲ୍ଲା ସଭାପତି ରାଜୀବ ପଟ୍ଟନାୟକ ଏମଏମଡ଼ିଆର ସଂଶୋଧନ ଆଇନ ଏବଂ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଂଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ, ପୂର୍ବତନ ଜିଲ୍ଲା ସଭାପତି ଜାନକୀ ବଲ୍ଲଭ ପଟ୍ଟନାୟକ, ସନ୍ତୋଷ ଜେନା, ପୃଥ୍ୱୀ ବଲ୍ଲଭ ପଟ୍ଟନାୟକ, ସୋନାଲି ସାହୁ, ପ୍ରଦୀପ ସ୍ୱାଇଁ, ସନ୍ତୋଷ ଜେନା, ସ୍ୱାଗତିକା ପଟ୍ଟନାୟକ,ବେଣୁ ଭୋଇ, ଲଲାଟେନ୍ଦୁ ଶତପଥୀ, ସତ୍ୟଜିତ୍ ପଟ୍ଟନାୟକ, ଅଶୋକ ମଙ୍ଗରାଜ, ତପନ ଚକ୍ରବର୍ତ୍ତୀ, ଶିଶିର ପରିଡ଼ା, ସଦାଶିବ ମହାପାତ୍ର, ରଞ୍ଜିତ ମହାପାତ୍ର, ଜୟଶ୍ରୀ ପଟ୍ଟନାୟକ, ନଳିନୀ ବେହେରା, ଅମିତ୍ ମହାନ୍ତି, ବିଭ୍ରାଂଶୁ ପଟ୍ଟନାୟକ, ଶିଶିର ମହାନ୍ତି, ଜୟନ୍ତ ଦାସ, ସୋମ୍ୟ ପଟ୍ଟନାୟକ, ସୌମ୍ୟ ବରାଳ ଓ ସମସ୍ତ ବ୍ଲକ୍ ସଭାପତି, ଏନଏସି ସଭାପତି, ଜିଲ୍ଲା କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP