Breaking News

ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||     

ବୁଗୁଡ଼ା ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା |

18-Dec-2024

ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ 

             ଓଡିଶା   ଜନମତ  ବ୍ୟୁରୋ,

ବୁଗୁଡ଼ା : ତା ୧୭/୧୨/୨୪ : ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ୧୦ମ ବାର୍ଷିକ କ୍ରୀଡା  ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦ୍ବିଦିବସୀୟ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା ନିର୍ଦ୍ଦେଶକ ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ଯକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପୋଲିସ ଏସ୍ଆଇ ସମୀର କୁମାର ସେଠୀ ଓ ସମ୍ମାନିତ ଅତିଥି ଭାବେ ସ୍କୁଲ ଟ୍ରଷ୍ଟି ଏ.ଜାନକୀ ରାଣୀ ପାତ୍ର ଓ ଶୈକ୍ଷିକ ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ । ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରୁ କ୍ରୀଡା ଜ୍ଯୋତି ଆସି ପହଞ୍ଚିବା ପରେ ମୁଖ୍ଯ ଅତିଥିଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ ସହ ପ୍ରତିଯୋଗୀଙ୍କ ଶପଥ ପାଠ କରାଯାଇଥିଲା । ଏ ଅବସରରେ ଦୌଡ, ଲଙ୍ଗଜମ୍ପ୍, ହାଇଜମ୍ପ୍, ସ୍କିପିଙ୍ଗ୍, ସଟପୁଟ୍ ଥ୍ରୋ, ଡିସକ୍ସ୍ ଥ୍ରୋ, ମ୍ୟୁଜିକ୍ ଚେୟାର୍, କଙ୍ଗାରୁ ରେସ୍, ସ୍ଲୋ ସାଇକିଲିଂ, ମୁର୍ଗା ରେସ୍, ପୁଚି, ବଲ୍ ଥ୍ରୋ, ସ୍କିପିଙ୍ଗ୍ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା  । ସ୍କୁଲ ପ୍ରିନ୍ସିପାଲ ବାଲଗୋପାଲ ଶତପଥୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ କ୍ରୀଡା ପ୍ରତିଯୋଗିତା ଗୁଡିକୁ କ୍ରୀଡା ଶିକ୍ଷକ ଗୋପାଳ ପାତ୍ର, ହର ପ୍ରସାଦ ନନ୍ଦ ଓ ଶ୍ରୀକାନ୍ତ ଖାଡ଼ଙ୍ଗା ପ୍ରମୁଖ ପରିଚାଳନା କରିଥିଲେ । ଉକ୍ତ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା, ସମ୍ମାନିତ ଅତିଥି ଭାବେ ଏ. ଅଭିପ୍ସା ରାଣୀ ପାତ୍ର ଓ  ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ପରିଶେଷରେ ଶିକ୍ଷୟିତ୍ରୀ ତପସ୍ବିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP