Breaking News

ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||     

ମୋହନା ନିର୍ବାଚନ ମଣ୍ଡଳୀରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ |

18-Dec-2024

ମୋହନା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଯୁବ ବିଜେଡି ର ସଭ୍ୟ ସଂଗ୍ରହ ଅଭିଯାନ ବୈଠକ ଅନୁଷ୍ଠିତ ।

           ଓଡିଶା   ଜନମତ   ବ୍ୟୁରୋ,

   ଆର,ଉଦୟଗିରି:
ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଯୁବ ବିଜେଡି ର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଆଜି ରାଜ୍ୟ ସାଧାରଣ ସମ୍ପାଦକ ତଥା ଡିଜିଟାଲ ମିଡିଆ ର ମୁଖ୍ୟ ନୀଳମାଧବ ମହାନ୍ତି ଉପସ୍ଥିତ ରହି ଡିଜିଟାଲ ମିଡିଆ ମାଧ୍ୟମରେ କିପରି ସଭ୍ୟ ସଂଗ୍ରହ କରାଯିବ ପରୀକ୍ଷା ମୂଳକ ଭାବେ ଉପସ୍ଥିତ କର୍ମୀ, ସରପଞ୍ଚ, ସମିତି ସଭ୍ୟ ସଭ୍ୟା ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ଜଗବନ୍ଧୁ ଦାସ,ଆର.ଉଦୟଗିରି ବ୍ଲକ   ବିଜେଡି ସଭାପତି  ଗଜପତି ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ଏସ. ଲିଙ୍ଗରାଜ, ମୋହନା ବ୍ଲକ ର ଦୁଇ ଜିଲ୍ଲା ପରିଷଦ ସଭ୍ୟ, ମୋହନା ବ୍ଲକ ଯୁବ ସଭାପତି ଲିଙ୍ଗରାଜ ପୂଜାରୀଙ୍କ ସମେତ ବରିଷ୍ଟ ବିଜେଡି କର୍ମୀ ପ୍ରମୁଖ ଉପସ୍ଥିତ ରହି କିପରି ଡିଜିଟାଲ ମିଡିଆ ମାଧ୍ୟମରେ ସାଧାରଣ ବ୍ୟକ୍ତି ସଭ୍ୟ ପଦ ଗ୍ରହଣ କରିପାରିବେ ବିଶଦ ଭାବେ ବୁଝାଇଥିଲେ। ଏହି ତାଲିମ ତଥା ବୈଠକ ରେ ପ୍ରାୟ ଶତାଧିକ କର୍ମୀ ଓ ସ୍ଥାନୀୟ ନେତା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP