Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଆସିକା ପୋଲିସ ଦ୍ୱାରା 2ଅଭିଯୁକ୍ତ ସହ 4କେଜି ଗଞ୍ଜେଇ ଓସ୍କୁଟି ଜବତ କଲା ଆସ୍କା ଅବକାରୀ ପୋଲିସ ||

27-Sep-2026

୪ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ କଲା ଆସିକା ପୋଲିସ  |

ଓଡିଶା ଜନ ମତ ବ୍ୟୁରୋ,

ବେଆଇନ ଗଞ୍ଜେଇ କାରବାର କରୁଥିବା ବେଳେ ସାପୁଆପଲ୍ଲୀ ଛକ ରୁ ଆସିକା ଅବକାରୀ ବିଭାଗ ପକ୍ଷରୁ ୪ କିଲୋଗ୍ରାମ ଗଞ୍ଜେଇ ସହ ଗୋଟିଏ ସ୍କୁଟି ଜବତ କରି ଦୁଇଜଣଙ୍କୁ ଗିରଫ କରିଛି l ଗଞ୍ଜାମ ଜିଲ୍ଲାକୁ ନିଶାମୁକ୍ତ କରିବା ଅଭିଯାନ ରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଅବକାରୀ ଅଧୀକ୍ଷକ ଅମରେନ୍ଦ୍ର ଜେନା ଓ ଡେପୁଟି ସୁପରିଟେଣ୍ଡେଣ୍ଟ ସ୍ୱାଧୀନ ସାହୁଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ କରାଯାଇଥିଲା।
ପୂର୍ବ ସୂଚନା ପ୍ରକାର ରେ ଆସିକା ଅବକାରୀ ଟିମ୍ ବାଲିସିରା ନିକଟ ସାପୁଆପଲ୍ଲୀ ଛକଠାରେ ଓଡି-୧୨-ଜି-୫୯୮୩ ନମ୍ବର ବିଶିଷ୍ଟ ଟିଭିଏସ୍ ଜୁପିଟର ସ୍କୁଟିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ସ୍କୁଟିରୁ ୪ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଥିଲା।
ଏହି ଘଟଣାରେ କନ୍ଧମାଳ ଜିଲ୍ଲା କରେକମ୍ବା ଗ୍ରାମର ବଳିୟାର ସିଂ ବାଗ ଏବଂ ମହାରାଷ୍ଟ୍ରର ୱାର୍ଦ୍ଧା ଜିଲ୍ଲା ଧଙ୍ଗରପୁରା ଗ୍ରାମର ରୀତିକ ଅମ୍ବାଦାସ ରାବେକାରଙ୍କୁ ଗିରଫ କରାଯାଇଛି। ଏନେଇ ଅବକାରୀ ମାମଲା ନଂ. ୧୮୪/୨୬-୨୭ ରେ ମାମଲା ରୁଜୁ କରି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଅବକାରୀ ବିଭାଗର ସୂଚନା ଅନୁଯାୟୀ, ଜବତ ଗଞ୍ଜେଇ କନ୍ଧମାଳରୁ ମହାରାଷ୍ଟ୍ରକୁ ଚାଲାଣ ହେଉଥିଲା। ଏହି ଚାଲାଣ ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି।
ଚଢ଼ାଉରେ ଅବକାରୀ ଇନ୍ସପେକ୍ଟର ମନିଷା ଭୋଳ, ଏସ୍‌ଆଇ ଦୀପଦ୍ୱତନ ବିଶ୍ୱାଳ, କନଷ୍ଟେବଳ ଜଗନ୍ନାଥ ଶତପଥୀ, ସିଦ୍ଧାନ୍ତ ବିଶୋଇ, ଶ୍ରୀକାନ୍ତ ବେହେରା, ଅଜିତ କୁମାର ସ୍ୱାଇଁ ଓ ଗାୟତ୍ରୀ ସାଇଥା ପ୍ରମୁଖ ସାମିଲ ଥିଲେ।

News Comment

You Might Also Like

BACK TO TOP