Breaking News

ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||     

ପୋଲିସ ଏସପି ଙ୍କ ନିର୍ଦ୍ଧେଶ ରେ ଲକ୍ଷ, ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲେ ପୋଲିସ |

18-Dec-2024

ପୋଲିସର ଗ୍ରୀନ ଅପେରସନ ଜାରି ,

                    ଓଡିଶା ଜନମତ ବ୍ୟୁରୋ ,

ଆର,ଉଦୟଗିରି,  18/12: ଗଜପତି ଜିଲ୍ଲା ଆର,ଉଦୟଗିରି ଥାନା ଅନ୍ତର୍ଗତ ଅନୁଗୁରୁ  ଗ୍ରାମ ପଞ୍ଚାୟତର କେଡିପଦର ମୋଉଜାରେ ଥିବା  ଆମ୍ବାଝରି  ଗ୍ରାମରେ ଥିବା ପାହାଢିଆ ଜମିରେ 42. 600 ଏକରରେ  ବେଆଇନ ପାହାଡିଆ ଜମିରେ ଚାଷ ହୋଇଥିବା ୪୯, ୨୦୦ ଗୋଟି  ଗଞ୍ଜେଇ ଗଛକୁ କାଟି  ପୋଡି ନଷ୍ଟ କରିଛନ୍ତି । ଆର,ଉଦୟଗିରି  ପୋଲିସ ସହ ଅବକାରୀ ବିଭାଗ, ନୁଆଗଡ ତହସିଲିଦାର  ଓ ଆର,ଉଦୟଗିରି ରାଜସ୍ବ ବିଭାଗ  ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର ନାଥ ପଣ୍ଡାଙ୍କ ନିର୍ଦ୍ଦେଶ କର୍ମେ ଓ ଆର. ଉଦୟଗିରି ଉପ ଆରକ୍ଷୀ ଅଧକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ହୋଇଥଲା । ଏହାର ଅନୁମାନୀକ ମୂଲ୍ୟ ୪୦ କୋଟି ୯ଲକ୍ଷରୁ ଉଦ୍ଧ୍ବ ଟଙ୍କା ଗଞ୍ଜେଇ  ହେବ ଵୋଲି  ସୂଚନା ମିଳିଛି। ଗତ କିଛି ଦିନ ଧରି ଗଜପତି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ବେଆଇନ କୋଟି କୋଟି ଟଙ୍କାର ଗଞ୍ଜେଇ ଚାଷକୁ ନଷ୍ଟ କରିଥିବା ଜଣାପଡିଛି। ସେହିପରି ଆଗାମୀ ଦିନରେ ମଧ୍ୟ ଗଞ୍ଜେଇ ଚାଷ ବ୍ୟାପକ ଭାବେ ନଷ୍ଟ କରାଯିବ ବୋଲି ଆର, ଉଦୟଗିରି ଥାନା ପକ୍ଷରୁ ସୂଚନା ମିଳିଛି।କିନ୍ତୁ ସାଧାରଣରେ ଚର୍ଚ୍ଚା ହେଉଛି ଏତେ ପରିମାଣ ରେ ଗଞ୍ଜେଇ ଚାଷ କିଏ ଚାଷ କରିଛି ତାଙ୍କ ବିରୁଦ୍ଧରେ କାହିଁକି ପୋଲିସ ବାବୁମାନେ ଦୃଢ଼ କାର୍ଯ୍ୟ ଅନୁଷ୍ଠାନ ନେଉନାହାନ୍ତି ତାହା ବୁଦ୍ଧିଜୀବୀ ମାନେ ପ୍ରଶ୍ନ କରିଛନ୍ତି ।

News Comment

You Might Also Like

BACK TO TOP