Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବାର୍ଦ୍ଧକ୍ୟ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

28-Sep-2026

ବାର୍ଦ୍ଧକ୍ୟ ସଚେତନl ଓ ସ୍ଵାସ୍ଥ୍ୟ ଶିବିର  | 

ଓଡିଶା ଜନ ମତ,  ବ୍ରହ୍ମପୁର, କୃଷ୍ଣ ଚନ୍ଦ୍ର ସାମନ୍ତରା  ;---

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ବାର୍ଦ୍ଧକ୍ୟରେ ନିରୋଗ ପାଇଁ ସଚେତନା ଓ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ  ବାର୍ଦ୍ଧକ୍ୟରେ ମଧୁମେହ, ରକ୍ତଚାପ, କଟିବାତ, ଗଣ୍ଠିବାତ ସ୍ମୃତିନାଶ,ନିଦ୍ରା ହୀନତା, କୋଷ୍ଠକାଠିନ୍ୟ ଆଦି ରୋଗ ହୁଏ। ଏହି ସବୁଥିର କାରଣ ଅଶାନ୍ତି, ଅଜୀର୍ଣ୍ଣ, ଆଶା।ଆପଣ ଯେଉଁ ଆଡ଼େ ଗଲେ ପିଲାଙ୍କ ପାଇଁ ଖାଇବା ପିନ୍ଧିବା ପାଇଁ କିଛି ଆଣୁଥିଲେ, ଆଗେ ପିଲାକୁ ଗେଲ କରି ଘରେ ପଶୁ ଥିଲେ ଏବେ ସେହି ଗୁଡିକ ମନରେ ଭାବିବେ ନାହିଁ, ଅତୀତକୁ ପୂରା ଭୁଲି ଯିବେ। ପିଲାମାନେ ପଡିଗଲେ ଅନେକଥର ଉଠାଇ ଥିବେ, ଗୋଟିଏ କଥା ବାରମ୍ବାର ପଚାରିଲେ କହିଥିବେ, ସେହିଗୁଡିକ ଆଶା କରିବେ ନାହିଁ।ଅଜୀର୍ଣ୍ଣ,ରାଗ ,ଅତି ଭୋଜନ ଖାଇବେ ନାହିଁ। ଅଧିକ ସମୟ ପୁରାଣ ଓ ଭକ୍ତି ରସରେ ବୁଡି ରହିବେ। ଶିଶୁଙ୍କ
ସହିତ ଖେଳିଲେ ବା ଖୁଆଇଲେ ଯଦି ସେମାନଙ୍କ ବାପାମାଆ ବାରଣ କରୁଛନ୍ତି ନିବୃତ୍ତ ରହିବେ। ରୁଟି, ମାଣ୍ଡିଆ,ଭାତ, ଅମୃତ ଭଣ୍ଡା ଶାଗ, ସଜ, ସବୁଜ ପରିବା,ଅଦା,ରସୁଣ ଖାଇବେ,ପାଣି ପିଇବେ, ରାଗିବେ ନାହିଁ।ଯୋଗ, ଆସନ, ପ୍ରାଣାୟାମ କରି ଆଠ ଘଣ୍ଟାରୁ ଅଧିକ ଶୋଇଲେ ଉପରୋକ୍ତ ରୋଗ ସବୁ ହେବନାହିଁ।
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ଡି. ଶ୍ରୀନିବାସ ରାଓ ସହଯୋଗ କରିଥିଲେ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି ଡ଼ଃ ନକୁଳ ସାହୁ। ଫୋନ 9861450612,

News Comment

You Might Also Like

BACK TO TOP