Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ନୁଆଁ ପଡା ଗ୍ରସ୍ତ କରିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଧେଶିକା |

28-Sep-2026

ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ନୂଆପଡ଼ା ଗସ୍ତ  | 

ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ସୂଚନା ଓ ଲୋକସମ୍ପର୍କ ବିଭାଗ, ଉତ୍ତରାଞ୍ଚଳ, ସମ୍ବଲପୁରର ଯୁଗ୍ମ ନିର୍ଦ୍ଦେଶିକା ତଥା ଅତିରିକ୍ତ ଉପନିର୍ଦ୍ଦେଶିକା ଶ୍ରୀମତୀ କଲ୍ୟାଣୀ ଦାଶ, OIS-I(SB) ଦିନିକିଆ ନୂଆପଡ଼ା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମାକାନ୍ତ ବିଶ୍ୱାସ ଓ କାର୍ଯ୍ୟାଳୟର କର୍ମଚାରୀମାନେ ଶ୍ରୀମତୀ ଦାଶଙ୍କୁ ସ୍ୱାଗତ କରିଥିଲେ। ଶ୍ରୀମତୀ ଦାଶ କାର୍ଯ୍ୟାଳୟର ବିଭିନ୍ନ ନଥିପତ୍ର, ରେଜିଷ୍ଟର, ଫାଇଲ୍ ଓ ସରକାରୀ ଦସ୍ତାବିଜ ଯାଞ୍ଚ କରିବା ସହ ବିଭାଗୀୟ କାର୍ଯ୍ୟଧାରାର ସମୀକ୍ଷା କରିଥିଲେ।

ଏହାବ୍ୟତୀତ ସେ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିବା ସହ କାର୍ଯ୍ୟ ସମ୍ପାଦନରେ ରହିଥିବା ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଅବଗତ ହୋଇଥିଲେ। ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ ସହ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ କାର୍ଯ୍ୟକ୍ରମ ଓ ଜନହିତକର ପଦକ୍ଷେପର ପ୍ରଭାବଶାଳୀ ପ୍ରଚାରପ୍ରସାର ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ସାମାଜିକ ଗଣମାଧ୍ୟମ ସମେତ ବିଭିନ୍ନ ପ୍ରଚାର ମାଧ୍ୟମର ସୁବିନିଯୋଗ କରି ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଠିକ୍ ଓ ସମୟୋପଯୋଗୀ ସୂଚନା ପହଞ୍ଚାଇବାକୁ ସେ ପରାମର୍ଶ ଦେଇଥିଲେ। ଏଥିସହ ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଓ ଯୋଗସୂତ୍ର ବଜାୟ ରଖି ବିଭାଗୀୟ କାର୍ଯ୍ୟକୁ ଆହୁରି ସୁଦୃଢ଼ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ ପରେ ଶ୍ରୀମତୀ ଦାଶ ବରଗଡ଼ ଅଭିମୁଖେ ଯାତ୍ରା କରିଥିଲେ।

News Comment

You Might Also Like

BACK TO TOP