Breaking News

ଘିମିରି ସଚେତନତା ଓ ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ |   (11-May-2026)       ||      ପୋଲସରା ରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ବୈଦେହୀ ବିଳାସ କାବ୍ୟର ଲୋକାର୍ପଣ |   (10-May-2026)       ||      ସୁନାଥର ଗ୍ରାମରେ ଗ୍ୟାସ ଟାଙ୍କି ଫାଟି 5ଜଣ ଗୁରୁତର , ବ୍ରହ୍ମ ପୁର ବଡ଼ ମେଡିକାଲ କୁ ସ୍ତାନନ୍ତର |    (10-May-2026)       ||      କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||     

ସତ୍ୟବାଦୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |

19-Dec-2024

ସତ୍ୟବାଦୀ ନଡାଲ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l 

               ଓଡିଶା    ଜନମତ   ବ୍ୟୁରୋ,

କୁକୁଡାଖଣ୍ଡି ବ୍ଲକ ମସିହାଖାଲି ପଂଚାୟତ ଅନ୍ତର୍ଗତ କୃପାସିନ୍ଧୁପୁର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ କ୍ରୀଡା ପ୍ରତିଯୋଗିତା କାର୍ଯ୍ୟକ୍ରମ ୩ ଦିନ ଧରି ଅନୁଷ୍ଠିତ କାର୍ଯ୍ୟକ୍ରମ ବୁଧବାର ଶେଷପର୍ଯ୍ୟାୟ ରେ ପହଂଚିଛି l ଚଳିତବର୍ଷ ଶିକ୍ଷା ବର୍ଷରେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ନେଇ ବିଦ୍ୟାଳୟ ପରିସରରେ ଥିବା ଖେଳ ପଡିଆ ମଧ୍ୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସ୍ୱାଇଁଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଥିବା ବେଳେ ସଂସ୍କୃତ ଶିକ୍ଷକ ସାଇବିଭୁତି ବେହେରା ଏବଂ କ୍ରୀଡା ଶିକ୍ଷକ ନିହାରରଞ୍ଜନ ମାଝୀ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା କାର୍ଯ୍ୟକ୍ରମ ମହତ୍ୱ ଉପରେ ସଚେତନତା ସୃଷ୍ଟି କରିଥିଲେ l ଛାତ୍ରଛାତ୍ରୀ ମାନେ ମଧ୍ୟ ବଡ଼ ଉତ୍ସାହର ସହ ୩ ଦିନିଆ ବିଦ୍ୟାଳୟର କ୍ରୀଡା ପ୍ରତିଯୋଗିତା ରେ ଭାଗ ନେଇଥିଲେ l ଏହି କାର୍ଯ୍ୟକ୍ରମରେ ଦୌଡ଼, କବାଡି,ଖୋକ, ଭୋଲିବଲ, ହାଇଜମ୍ପ, ଲଙ୍ଗଜମ୍ପ, ମ୍ୟୁଜିକାଲ ଚେୟାର, ସ୍କିପିଂ, ଚୋଚି ଇତ୍ୟାଦି କ୍ରୀଡାରେ ସାହାସିକଥାରେ ନିଜକୁ କ୍ରୀଡାରେ ସାମିଲ କରି ବିଜୟ ହାସଲ କରିବା ଲକ୍ଷ୍ୟ ରଖିଥିଲେ l ଏହି କ୍ରୀଡା ପ୍ରତିଯୋଗିତା ରେ ବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ସମେତ ଶିକ୍ଷକ ଶିକ୍ଷୟତ୍ରୀ ଉର୍ମିଳା କାର୍ଜି, ଲିଭିତାନାୟକ,ସନ୍ଦ୍ୟାରାଣୀ ରଣା,ଦୀପ୍ତିରାଣୀ ନାୟକ, ମନୋଜ କୁମାର ଦଳାଇ ପ୍ରମୁଖ ଉପସ୍ଥିତ ରହି କ୍ରୀଡା ଛାତ୍ରଛାତ୍ରୀଙ୍କ ମନବଳକୁ ସୁଦୃଡ଼ କରିବା ସହାୟକ ହୋଇଥିଲେ l

News Comment

You Might Also Like

BACK TO TOP