Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |

29-Sep-2026

ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୬ ଅନୁଷ୍ଠିତ

ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ କେଶପୁର ସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଉଦୟ ନାଥ ବିଦ୍ଯାପୀଠ ଠାରେ ମଣ୍ଡଳ ସ୍ତରୀୟ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆଜି ଆୟୋଜିତ ଉତ୍ସବକୁ ଆନୁଷ୍ଠାନିକ ଭାବେ ଖଲ୍ଲିକୋଟ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀଯୁକ୍ତ ସତ୍ଯନାରାୟଣ ଦାସ ଶୁଭ ଉଦ୍ଘାଟନ କରିଥିଲେ । ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ଘାସି, ବିଦ୍ଯାପୀଠର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁମତି ବେହେରା ପ୍ରମୁଖ ଅତିଥି ରୂପେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ସୃଜନଶୀଳତା, ପ୍ରତିଯୋଗିତା ମନୋଭାବ, ପଠନ ସହିତ ବୈଷୟିକ ଜ୍ଞାନ, କାର୍ଯ୍ୟଶୈଳୀ, ଅଭିନବ କଳା କୌଶଳର ପ୍ରୟୋଗ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିକଶିତ ଓଡିଶା, ବିକଶିତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ କର୍ତ୍ତବ୍ଯବୋଧ ବିଷୟରେ ମତବ୍ୟକ୍ତ କରିବା ସହିତ ପ୍ରତିଯୋଗିତା ପରିଚାଳନାରେ ନିରପେକ୍ଷତା ସମ୍ବନ୍ଧୀୟ ବକ୍ତବ୍ୟ ପ୍ରଦାନ କରିଥିଲେ । ଷୋହଳଟି କ୍ଲଷ୍ଟରରୁ ମନୋନୀତ ପ୍ରଥମରୁ ପଞ୍ଚମ ଶ୍ରେଣୀ, ଷଷ୍ଠରୁ ଅଷ୍ଟମ, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯନ୍ତ ଛାତ୍ରଛାତ୍ରୀ ତ୍ରିସ୍ତରୀୟ ବିକଶିତ ଓଡିଶା, ବିକଶିତ ଭାରତ ସମ୍ପର୍କିତ ଚିତ୍ରାଙ୍କନ, ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ସହିତ ପୁରସ୍କୃତ କରାଯାଇଥିଲା । ଅନୁଷ୍ଠିତ କାର୍ଯ୍ଯକ୍ରମରେ ସମସ୍ତ ସି ଆର ସି ସି, ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ ।

ରିପୋର୍ଟ:-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଞ୍ଜାମ

News Comment

You Might Also Like

BACK TO TOP